Posted inଜାତୀୟ

ପାକିସ୍ତାନ ରେଞ୍ଜର୍ସଙ୍କୁ ମିଠା ଦେଲେ ବିଏସଏଫ ଯବାନ

ନୂଆଦିଲ୍ଲୀ,୨୬।୧: ସାରା ଦେଶରେ ଆଜି ୭୩ ତମ ସାଧାରଣତନ୍ତ୍ର ଦିବସ ପାଳିତ ହେଉଛି। ଏହି ଅବସରରେ ଅଟ୍ଟାରୀ-ୱାଘା ସୀମାରେ ସୀମା ସୁରକ୍ଷା ବଳ (ବିଏସଏଫ) ଏବଂ ପାକିସ୍ତାନ ରେଞ୍ଜର୍ସ ମଧ୍ୟରେ ମିଠା ବିନିମୟ ହୋଇଥିଲା। ଏହା ପୂର୍ବରୁ ଦୀପାବଳିରେ ଭାରତ ଏବଂ ପାକିସ୍ତାନର ଅଧିକାରୀମାନେ ପରସ୍ପରକୁ ମିଠା ଦେଇଥିଲେ।
ସୂଚନାଯୋଗ୍ୟ, ସ୍ବାଧୀନତା ଦିବସ, ସାଧାରଣନ୍ତ୍ର ଦିବସ ବ୍ୟତୀତ ଇଦ, ହୋଲି, ଦୀପାବଳିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମିଠା ବିନିମୟ କରିବାର ପରମ୍ପରା ରହିଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

କଙ୍ଗନାଙ୍କ ପରେ ସ୍ୱାଧିନତାକୁ ନେଇ ବିବାଦୀୟ ବୟାନ ଦେଲେ ମଣିଶଙ୍କର

ନୂଆଦିଲ୍ଲୀ,୨୩ ।୧୧: ଦେଶର ସ୍ୱାଧିନତାକୁ ନେଇ ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ଏକ ବିବାଦୀୟ ବୟାନ ଦେଇଥିଲେ । ଏବେ ପର୍ଯ୍ୟନ୍ତ ଏହାକୁ ନେଇ ଚର୍ଚ୍ଚା...

୨୦୨୦ରେ ଦୈନିକ ୩୧ ପିଲାଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୧।୧୧(ପି.ଟି.): ଭାରତରେ ୨୦୨୦ରେ ଦୈନିକ ହାରାହାରି ୩୧ ଜଣ ପିଲା ଆତ୍ମହତ୍ୟା କରିଥିବା ସରକାରୀ ତଥ୍ୟରୁ ଜଣାପଡ଼ିଛି। କୋଭିଡ୍‌ ମହାମାରୀ ଯୋଗୁ ପିଲାମାନଙ୍କ ମନସ୍ତାତ୍ତ୍ୱିକ...

ରାୟବରେଲୀରେ ସୋନିଆ ପଛରେ

ନୂଆଦିଲ୍ଲୀ,୨୩।୫: ରାୟବରେଲୀ ଲୋକ ସଭା ଆସନରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ପଛରେ ଚାଲିଛନ୍ତି। ସେହିପର ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ପଛୁଆ ଥିବା ପ୍ରଥମ...

ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା

ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା...

ଆତଙ୍କବାଦୀଙ୍କ ଗ୍ରେନେଡ ମାଡ: ୪ ଯବାନ ଆହତ

ଜମ୍ମୁ,୩୦ ।୭: କଶ୍ମୀର ଘାଟିର ବାରାମୂଳାରେ ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଗ୍ରେନେଡ ମାଡ କରିଛନ୍ତି । ଏଥିରେ ୪ ଜଣ ଯବାନ ଆହତ ହୋଇଥିବା...

କର୍ନାଟକ ବନ୍ୟା ପରିସ୍ଥିତିକୁ ଅଣଦେଖା କରୁଛି କେନ୍ଦ୍ର: ସିଦ୍ଧରମେୟା

ବେଙ୍ଗାଲୁରୁ,୧୧।୮: କର୍ନାଟକରେ ଉପୁଜିଥିବା ବନ୍ୟା ପରିସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଧରମେୟା। ସେ ହକିଛନ୍ତି...

ଆଜମଙ୍କୁ ଭେଟିଲେ ଏସ୍‌ପି ମୁଖ୍ୟ ଅଖିଳେଶ

ନୂଆଦିଲ୍ଲୀ,୧୬।୯: ସମାଜବାଦୀ ପାର୍ଟି(ଏସ୍‌ପି)ର ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଦଳର ବରିଷ୍ଠ ନେତା ଆଜମ ଖାନଙ୍କୁ ଭେଟିଛନ୍ତି। ଆଜମ ଖାନ ବର୍ତ୍ତମାନ ଦିଲ୍ଲୀର...

ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ: ଦୁଇ ସପ୍ତାହ ମଧ୍ୟରେ ବିଦ୍ୟାଳୟରେ ଏହା ଦ୍ୱିତୀୟ ଘଟଣା

ତିରୁଭାଲୁର,୨୫।୭: ତାମିଲନାଡୁର ତିରୁଭାଲୁର ଜିଲା ସାକ୍ରେଡ ହାର୍ଟ ବାଳିକା ବିଦ୍ୟାଳୟ ହଷ୍ଟେଲରୁ ସୋମବାର ପୋଲିସ ଜଣେ ଛାତ୍ରୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି। ଛାତ୍ରୀ...

Advertisement
Archives

Model This Week