Posted inଜାତୀୟ

ପାକ ସୀମାରେ ୩ ଏକେ ୪୭ ସହିତ ବହୁମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ

ଫିରୋଜପୁର,୨୮ ।୧୦: ସୀମା ସୁରକ୍ଷା ବଳ(ବିଏସଏଫ୍‌) ଫିରୋଜପୁର ସେକ୍ଟରରେ ଭାରତ-ପାକିସ୍ତାନ ସୀମାରୁ ୩ ଏକେ ୪୭ ରାଇଫଲ, ୩ ମିନି ଏକେ ୪୭ ରାଇଫଲ ଓ ୩ ପିସ୍ତଲ ଜବତ କରିଛନ୍ତି । ଶୁକ୍ରବାର ସକାଳୁ ଦ ଟ୍ରିବ୍ୟୁନକୁ ପଠାଇଥିବା ଏକ ଇମେଲରେ ବିଏସଏଫ ପ୍ରବକ୍ତା ଏହି ସୂଚନା ଦେଇଛନ୍ତି ।
ପ୍ରବକ୍ତା କହିଛନ୍ତି ସେନା ସୀମା ଚୌକରେ ଗତିବିଧି ପରିଲକ୍ଷିତ କରୁଥିବା ସମୟରେ ଜଗଦିଶ(ପୂର୍ବ-୧୩୬)ଙ୍କୁ ଜିରୋ ଲାଇନ ନିକଟରେ କିଛି ସନ୍ଦିଗ୍ଧ ବସ୍ତୁ ମିଳିଥିଲା । ଏ୍‌ଥିରେ ଅସ୍ତ୍ରଶସ୍ତ ଓ ଗୁଳିଗୋଳା ଥିଲା । ଏହକୁ ସୀମା ସେପଟରୁ ଆଇଏସର ଏଜେଣ୍ଟ ପଠାଇଥିବା ଅନୁମାନ କରାଯାଉଛି ।
ସୂଚନା ଅନୁଯାୟୀ, ବିଏସଏଫ ଯବାନ ୩ ଏକେ ୪୭ ରାଇଫଲ ସହ ୬ ଖାଲି ମ୍ୟାଗାଜିନ, ୩ ମିନି ଏକେ ୪୭ ରାଇଫଲ ସହ ୫ ଖାଲି ମ୍ୟାଗାଜିନ ଓ ୩ ପିସ୍ତଲ(ବେରେଟା ପ୍ରକାର) ୬ ଖାଲି ମ୍ୟାଗାଜିନ ସହ ଜବତ କରିଛନ୍ତି । ବିଏସଏଫ ପ୍ରବକ୍ତା କହିଛନ୍ତି ୨୦୦ ରାଉଣ୍ଡ ଗୋଳାବାରୁଦ (ରାଇଫଲର ୧୦୦ ରାଉଣ୍ଡ, ୧୦୦ ପିସ୍ତଲ ରାଉଣ୍ଡ) ବି ଜବତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି?…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri