ବଢ଼ିଲା (BSKY) ଆବେଦନ ଅବଧି ତାରିଖ

ଭୁବନେଶ୍ୱର,୧୬।୧: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ((BSKY) ) ଆବେଦନ ଅବଧି ତାରିଖ ବଢ଼ିଛି। ମଙ୍ଗଳବାର ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତ। ଫଳରେ ଆସନ୍ତା ଜାନୁଆରୀ ୨୬ ତାରିଖ ପର୍ଯ୍ୟନ୍ତ (BSKY) କାର୍ଡ ପାଇଁ ଆବେଦନ କରିପାରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

ପ୍ରଚାରରେ ପିଲାଙ୍କୁ ଲଗାଇବା ମନା

ଭୁବନେଶ୍ୱର,୨୯ା୪ (ପି.ଟି.):ନିର୍ବାଚନୀ ସଭା ଓ ରାଲିରେ ପିଲାମାନଙ୍କୁ ନିୟୋଜିତ ନ କରିବା ପାଇଁ ନିର୍ବାଚନ କମିଶନ ଓଡ଼ିଶାର ରାଜନୈତିକ ଦଳଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଦଳର...

ଏହିସବୁ ଆସନ ପାଇଁ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହାନ୍ତି ୩ ଦଳ

ଭୁବନେଶ୍ୱର,୨୯ା୪(ସୁନୀତ୍‌ ମିଶ୍ର):ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାରଠାରୁ ନାମାଙ୍କନପତ୍ର ଦାଖଲ ଆରମ୍ଭ ହେବ। ହେଲେ ଅଦ୍ୟାବଧି ବିଜେଡି, ଭାଜପା ତା’ର ପ୍ରାର୍ଥୀ ତାଲିକା ଘୋଷଣା...

ଆଜି ୩ୟ ପର୍ଯ୍ୟାୟ ଭୋଟ ଲାଗି ବିଜ୍ଞପ୍ତି

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ଦେଶର ଷଷ୍ଠ ଏବଂ ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ଅର୍ଥାତ୍‌ ୩ୟ ପର୍ଯ୍ୟାୟ ଲାଗି...

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri