BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା ପାଇଁ ବିଏସ୍‌ଏନ୍‌ଏଲ୍‌ ଯୋଜନା କରୁଛି । ନିକଟରେ ପ୍ରାଇଭେଟ୍‌ କାମ୍ପାନୀଗୁଡ଼ିକ ରିଚାର୍ଜ ପ୍ଲାନ୍‌ରେ ୬୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କିନ୍ତୁ BSNL ଏହାର ପ୍ଲାନ୍‌ରେ କୌଣସି ପରିବର୍ତ୍ତନ କରିନାହିଁ । ବରଂ ଉପଭୋକ୍ତାଙ୍କୁ କମ୍‌ ଟଙ୍କାରେ ଲମ଼୍ବା ଭାଲିଡିଟି ଦେଉଛି ।

ବିଏସଏନଏଲର ୩୩୬ ଦିନ ପାଇଁ ଶସ୍ତା ରିଚାର୍ଜ ପ୍ଲାନ୍‌ ଆଣିଛି । ଯେଉଁଥିରେ ସାରା ଦେଶରେ ଯେକୌଣସି ନମ୍ବରକୁ କଲ କରିପାରିବେ ବ୍ୟବହାରକାରୀ । ଏହା ସହିତ, ଏହି ଯୋଜନାରେ ଇନ୍‌କମିଂ ଏବଂ ଆଉଟ୍‌ ଗୋଇଙ୍ଗ୍‌ କଲ ସହିତ ଦିଲ୍ଲୀ ଓ ମୁମ୍ବାଇରେ ମାଗଣା ରୋମିଂର ସୁବିଧା ମଧ୍ୟ ମିଳିପାରିବ । ମାତ୍ର ୧,୪୯୯ ଟଙ୍କାରେ BSNL ର ଏହି ପ୍ରିପେଡ ରିଚାର୍ଜ ପ୍ଲାନ୍‌ ଆଣିଛି । ଏହା ବ୍ୟତୀତ, ଉପଭୋକ୍ତା ଏହି ପ୍ରିପେଡ ଯୋଜନାରେ ପ୍ରତିଦିନ ୧୦୦ଟି ମାଗଣା SMS ର ଲାଭ ମଧ୍ୟ ପାଇବେ । BSNL ର ଏହି ପ୍ଲାନରେ ଉପଭୋକ୍ତାମାନଙ୍କୁ ମୋଟ ୨୪ ଜିବି ଡାଟା ପ୍ରଦାନ କରାଯାଇଥାଏ, ଯାହା ଉପଭୋକ୍ତାମାନେ ଯେ କୌଣସି ସମୟରେ ବ୍ୟବହାର କରିପାରିବେ ।


Enter your email to get our daily news in your inbox.

All Right Reserved By Dharitri.Com

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?