୨୦୦ରୁ କମ୍‌ ଟଙ୍କାର ରିଚାର୍ଜରେ ମିଳିବ ୭୦ ଦିନର ଅନ୍‌ଲିମିଟେଡ୍‌ କଲ୍‌

ମୁମ଼୍ବାଇ, ୧୯।୭: ସରକାରୀ ଟେଲିକମ୍‌ ଏଜେନ୍ସି ବିଏସ୍‌ଏନ୍‌ଏଲ୍‌ ଏହାର ଶସ୍ତା ରିଚାର୍ଜ ପ୍ଲାନରେ କୋଟି କୋଟି ମୋବାଇଲ ଫୋନ୍‌ ବ୍ୟବହାରକାରୀଙ୍କୁ ଆଶ଼୍ବସ୍ତି ଦେଇଛି । ଉପଭୋକ୍ତାମାନଙ୍କ ସୁବିଧାକୁ ଧ୍ୟାନରେ ରଖି ବିଏସ୍‌ଏନ୍‌ଏଲ୍‌ ଏହାର ରିଚାର୍ଜ ତାଲିକାରେ ଉଭୟ ସର୍ଟ ଟର୍ମ ଏବଂ ଲଙ୍ଗ୍‌ ଟର୍ମ ପ୍ଲାନ ଯୋଡ଼ିଛି । ନିକଟରେ ଜିଓ, ଏୟାରଟେଲ ଆଦି କମ୍ପାନୀଗୁଡିକ ସେମାନଙ୍କର ଛୋଟ ଏବଂ ବଡ ରିଚାର୍ଜ ପ୍ଲାନ୍‌ରେ ବୃଦ୍ଧି କରିଛନ୍ତି । ଯାହାକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳୁଛି । ଅନେକ ଉପଭୋକ୍ତା ଶସ୍ତା ପ୍ଲାନ ପାଇଁ ସିମ୍‌ ପୋର୍ଟାବିଲିଟି କରି କମ୍ପାନୀ ବଦଳାଉଛନ୍ତି।

ଯଦି ଆପଣ ନିଜ ଫୋନରେ ବିଏସ୍‌ଏନ୍‌ଏଲ୍‌ ସିମ ବ୍ୟବହାର କରୁଛନ୍ତି ଏବଂ ଆପଣ କମ ଡାଟା କିନ୍ତୁ ଅଧିକ କଲିଂ ବୈଧତା ଚାହୁଁଛନ୍ତି, ତେବେ ବିଏସ୍‌ଏନ୍‌ଏଲ୍‌ର ୧୯୭ ପ୍ଲାନ ଜାଣିବା ଜରୁରୀ । ବିଏସ୍‌ଏନ୍‌ଏଲ୍‌ର ଏହି ପ୍ଲାନରେ, କମ୍ପାନୀ ଆପଣଙ୍କୁ କମ ମୂଲ୍ୟରେ ଗ୍ରାହକମାନଙ୍କୁ ୭୦ ଦିନର ଏକ ବୈଧତା ପ୍ରଦାନ କରେ । ଆପଣ ଯେ କୌଣସି ନେଟୱାର୍କକୁ ମାଗଣା ଅସୀମିତ କଲିଂ କରିପାରିବେ । ଏଥିରେ କମ୍ପାନୀ ଗ୍ରାହକମାନଙ୍କୁ ପ୍ରତିଦିନ ୨ଜିବି ଡାଟା ସୁବିଧା ମଧ୍ୟ ଦେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଯୋଗୁ ଖୋଲା ନା ବନ୍ଦ ରହିବ ବ୍ୟାଙ୍କ୍‌! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୨।୨: ଆଜି, ଭାରତ ବନ୍ଦ ଏବଂ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଦେଶବ୍ୟାପୀ ବନ୍ଦ ପାଳନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ବ୍ୟାଙ୍କଗୁଡ଼ିକ ଖୋଲା ରହିବ କି…

Bharat Bandh Today: ଓଡ଼ିଶାରେ ଭାରତ ବନ୍ଦ ପ୍ରଭାବ, ଆଜି ସ୍କୁଲ ବନ୍ଦ!

ଭୁବନେଶ୍ୱର,୧୨ା୨: ଭାରତ ବନ୍ଦର ପ୍ରଭାବ ମଧ୍ୟ ଦେଖିବାକୁ ମିଳିଲାଣି । ପ୍ରମୁଖ ଛକମାନଙ୍କରେ ବନ୍ଦ ରହିଛି ଗାଡ଼ି ଚଳାଚଳ ଓ ଦୋକାନ ବଜାର । ମେଡିକାଲ, ଦମକଳ…

ଟ୍ରେନରେ କଟି ଯୁବକଙ୍କ ଚାଲିଗଲା ଜୀବନ: ହତ୍ୟା ନା ଆତ୍ମହତ୍ୟା, ବଢୁଛି ସନ୍ଦେହ

କଣ୍ଟାବାଞ୍ଜି ୧୨।୨(ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଧାମନଡ଼ଙ୍ଗା ପଞ୍ଚାୟତ ବାନ୍ଧନପାଲି ଗ୍ରାମର ଜଣେ ଯୁବକ ଟ୍ରେନରେ କଟି ମୃତ୍ୟୁବରଣ କରିଛନ୍ତି। ମିଳିଥିବା ସୂଚନା…

ଶାକାହାର ସିଦ୍ଧାନ୍ତ

ବୌଦ୍ଧଧର୍ମ ଏବଂ ଜୈନଧର୍ମ ଓଡ଼ିଶାର ପ୍ରମୁଖ ଧର୍ମ ଥିଲାବେଳେ ଶାକାହାର ବା ସାଦା ଖାଇବା ପରମ୍ପରା ଅଧିକ ଦୃଢ଼ୀଭୂତ ହୋଇଥିଲା। ଜଣେ ଅତ୍ୟଧିକ ଗରିଷ୍ଠ, ମସଲାଯୁକ୍ତ, ଆମିଷ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଆଜି ବାଂଲାଦେଶ ନିର୍ବାଚନ

ଢାକା,୧୨ା୨: ବାଂଲାଦେଶରେ ଗୁରୁବାର ସଂସଦୀୟ ନିର୍ୱାଚନ ହେବାକୁ ଯାଉଛି। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ଏହା ହେଉଛି ବାଂଲାଦେଶର ୧୩ତମ ସଂସଦୀୟ ନିର୍ୱାଚନ। ଏହି ନିର୍ୱାଚନକୁ…

ପେଙ୍ଗୁଇନ୍‌ ଇଣ୍ଡିଆକୁ ନୋଟିସ

ନୂଆଦିଲ୍ଲୀ,୧୨ା୨: ପୂର୍ୱତନ ସେନା ମୁଖ୍ୟ ଏମ୍‌.ଏମ୍‌. ନରଓ୍ୱଣେଙ୍କ ପୁସ୍ତକ ‘ଫୋର୍‌ ଷ୍ଟାର୍ସ ଅଫ୍‌ ଡେଷ୍ଟିନି’କୁ ନେଇ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ସେଲ୍‌ ପେଙ୍ଗୁଇନ୍‌ ରାଣ୍ଡମ୍‌ ହାଉସ୍‌ ଇଣ୍ଡିଆକୁ…

ଏପ୍‌ଷ୍ଟିନ୍‌ ମୋତେ ଦୋମୁହଁା କହିଥିଲେ

ନୂଆଦିଲ୍ଲୀ,୧୨।୨: ଆମେରିକୀୟ ସେକ୍ସ ଅଫେଣ୍ଡର ଜେଫ୍ରି ଏପ୍‌ଷ୍ଟିନ୍‌ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଦୋମୁହଁା କହିଥିଲେ। ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଣିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri