Posted inଜାତୀୟ

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବରଦସ୍ତି କୋଳାଗ୍ରତ କରନ୍ତି ରାହୁଲ’

ନୂଆଦିଲ୍ଲୀ,୧୦।୪: କଂଗ୍ରେସ ଓ ବିଏସପି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହିଁ। ଇଡି ଏବଂ ସିବିଆଇ ଭୟରେ ମାୟାବତୀ ନିର୍ବାଚନ ଲଢିବାକୁ ଭୟ କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନ୍ତ୍ୟବ୍ୟ ଦେବା ପରେ ଏହାର ଜବାବ ଦେଇଛନ୍ତି ବିଏସପି ସୁପ୍ରିମୋ ମାୟାବତୀ। ସେ କହିଛନ୍ତି, ସଂସଦରେ ରାହୁଲ ଗାନ୍ଧୀ ଜବରଦସ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜବରଦସ୍ତି କୋଳାଗ୍ରତ କରୁଛନ୍ତି, କିନ୍ତୁ ବିଏସ୍‌ପି ଏସବୁ କରେ ନାହିଁ। ବେକକୁ ଲାଗିଛନ୍ତି, କିନ୍ତୁ ବିଏସପି ଏସବୁ କରୁନାହିଁ। କେବଳ ଏତିକି ନୁହେଁ, ଅନ୍ୟମାନଙ୍କ ବିଷୟରେ ବିବୃତ୍ତି ଦେବା ପୂର୍ବରୁ ରାହୁଲ ଗାନ୍ଧି ନିଜ ଘର ସଜା ଉଚିତ। ଆମ ଦଳ ଉପରକୁ ଆଙ୍ଗୁଳି ଉଠାଇବା ପୂର୍ବରୁ ୧୦୦ଥର ଭାବିବା ଉଚିତ ବୋଲି ସେ କହିଛନ୍ତି।
ତେବେ ମାୟାବତୀଙ୍କ ମନ୍ତବ୍ୟ ପରେ ପ୍ରତିକ୍ରିୟା ଦେଇ କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଯେ, ଭାଜପା ଏବଂ ଆରଏସଏସ ବିରୋଧୀଙ୍କୁ ଦୁର୍ବଳ କରିବାକୁ ଚାହୁଛନ୍ତି। ତେଣୁ ଭାଜପା ବିରୋଧରେ ଏକାଠି ଲଢିବା ଜରୁରୀ ହୋଇପଡିଛି। କଂଗ୍ରେସ ସର୍ବଦା ଲୋକଙ୍କ ପାଇଁ କାମ କରୁଛି। ଲୋକଙ୍କ ପ୍ରସଙ୍ଗକୁ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ କଂଗ୍ରସସ ଲଢେଇ କରିଛି। କଂଗ୍ରେସ ସବୁବେଳେ ଲୋକଙ୍କ ସ୍ବାର୍ଥ ପାଇଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri