Posted inଜାତୀୟ

ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡରେ ଏକାକି ନିର୍ବାଚନ ଲଢିବ ବିଏସ୍‌ପି: ମାୟାବତୀ

ନୂଆଦିଲ୍ଲୀ,୧୫ ।୧: କରୋନା ଟିକାକରଣ ପାଇଁ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ । ଜାନୁୟାରୀ ୧୬ ଅର୍ଥାତ୍ ଶନିବାର ଆରମ୍ଭ ହେବ ଏହି ଟିକାକରଣ କାର୍ଯ୍ୟକ୍ରମ । ଏହାକୁ ନେଇ ବହୁଜନ ସମାଜ ପାର୍ଟି(ବିଏସ୍‌ପି)ମୁଖ୍ୟ ସୁଶ୍ରୀ ମାୟାବତୀ ସରକାରଙ୍କ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି । ଅନ୍ୟପଟେ ସେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଦେଶବାସୀଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦେବାକୁ ଅନୁରୋଧ କରିଛନ୍ତି । ଏହି ଅବସରରେ ମାୟାବତୀ କହିଛନ୍ତି ଯଦି ଉତ୍ତର ପ୍ରଦେଶରେ ବିଏସ୍‌ପି ଶାସନ କ୍ଷମତାକୁ ଆସେ ତେବେ ସମସ୍ତଙ୍କୁ ମାଗଣାରେ କରୋନା ଟିକା ମିଳିବ । ସେ ଆହୁରି ମଧ୍ୟ କୃଷକ ଆନ୍ଦୋଳନ କଥା ଉଠାଇ କହିଛନ୍ତି କେନ୍ଦ୍ର ସରକାର କୃଷକଙ୍କ ସମସ୍ତ କଥା ମାନି ନେବା ଦରକାର । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ମାୟାବତୀ କହିଛନ୍ତି ଉତ୍ତର ପ୍ରଦେଶ ଓ ଉତ୍ତରାଖଣ୍ଡରେ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଦଳ କାହା ସହ ମେଣ୍ଟ କରିବ ନାହିଁ ବିଏସ୍‌ପି ନିଜ ବଳରେ ଏକେଲା ଲଢିବ । ସୂଚନାଯୋଗ୍ୟ, ଏହା ପୂର୍ବରୁ ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ମଧ୍ୟ ଘୋଷଣା କରିଥିଲେ କି ୨୦୨୨ର ହେବାକୁ ଥିବା ବିଧାନସଭା ନିର୍ବାଚନରେ ତାଙ୍କ ଦଳ କୌଣସି ବଡ ଦଳ ସହ ମେଣ୍ଟ କରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପ: ଆରଇଟି ସର୍ଭେ ପାଇଁ ଡିଆରଏମ୍‌ଙ୍କୁ ଦାବି

କେସିଙ୍ଗା, ୫।୧୦ (ତୁମେଶ୍ୱର ସାହୁ): କେସିଙ୍ଗା-ଭବାନୀପାଟଣା ଭାୟା ଉତ୍କେଲା ରେଳ ପ୍ରକଳ୍ପର ଆରଇଟି ସର୍ଭେ ତଥା ପ୍ରକଳ୍ପ ପାଇଁ ଆବଶ୍ୟକ ବଜେଟ ବ୍ୟୟବରାଦ ଦାବିରେ କଳାହାଣ୍ଡି ରେଳ…

ଧରିତ୍ରୀରେ ଖବର ପ୍ରକାଶ ପରେ ବଡ଼ ପଦକ୍ଷେପ: ସିମନବାଡ଼ିରେ ଡ୍ରେନ ସଫେଇ, ଜେସିବିରେ ହଟିଲା ଅଳିଆ

ଦାରିଙ୍ଗବାଡ଼ି, ୫।୧୦ (ଅରୁଣ ସାହୁ): ଖବର ପ୍ରକାଶ ପରେ ତତ୍ପର ହୋଇଛି ପଞ୍ଚାୟତ ପ୍ରଶାସନ। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ଦୀର୍ଘଦିନ ଧରି…

ଟିମ୍‌ଇଣ୍ଡିଆ ଉପରେ ICC ନେଲା କଡ଼ା କାର୍ଯ୍ୟାନୁଷ୍ଠାନ: ଜିତିବା ସତ୍ତ୍ୱେ ବି…

ନୂଆଦିଲ୍ଲୀ,୫।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଶେଷ ହୋଇଛି ୩ ମ୍ୟାଚ୍‌ର ଦିନିକିଆ ସିରିଜ। ଭାରତ ସିରିଜକୁ ୨-୧ରେ ଜିତିଥିଲେ ମଧ୍ୟ ତୃତୀୟ ମ୍ୟାଚକୁ ନେଇ ଅନ୍ତର୍ଜାତୀୟ…

ଭଞ୍ଜନଗର ସର୍କଲ ବିଦ୍ୟୁତ କର୍ମଚାରୀଙ୍କ ଧାରଣା: ଟାଟା ପାୱାରରେ ଛଟେଇ ଓ କର୍ମଚାରୀ ହ୍ରାସକୁ ବିରୋଧ

ଭଞ୍ଜନଗର, ୫।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟରତ ଠିକା ବିଦ୍ୟୁତ କର୍ମଚାରୀଙ୍କ ଛଟେଇ ଆଶଙ୍କା ଏବଂ କଣ୍ଟ୍ରୋଲ୍…

ନୋଟ୍ ନୁହେଁ, ଭୋଟ୍! ଛାତ୍ର ନିର୍ବାଚନରେ ଖର୍ଚ୍ଚ ସୀମା ୫ ହଜାର

ଭୁବନେଶ୍ୱର,୫।୧୦: କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନକୁ ନେଇ ଆସିଲା କଡ଼ା ନିୟମ। ନିର୍ବାଚନ ଲଢ଼ୁଥିବା ପ୍ରତ୍ୟେକ ପ୍ରାର୍ଥୀ ସର୍ବାଧିକ ୫ ହଜାର ଟଙ୍କା ଖର୍ଚ୍ଚ କରିପାରିବେ। ନିର୍ବାଚନୀ…

ପୃଥ୍ବୀ ଶ’ଙ୍କ ଚମକିଲା ଭାଗ୍ୟ: ମିଳିଲା ବଡ଼ ଦାୟିତ୍ୱ

ମୁମ୍ବାଇ,୫।୧୦: ବ୍ୟକ୍ତିଗତ ଜୀବନରେ ଉତ୍‌ଥାନପତନ ମଧ୍ୟରେ ଭାରତୀୟ କ୍ରିକେଟର ପୃଥ୍ବୀ ଶ’ଙ୍କ କ୍ରିକେଟ କ୍ୟାରିୟରରେ ଆସିଛି ଏକ ବଡ଼ ମୋଡ଼। ଆଗାମୀ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ…

‘ସ୍ବଚ୍ଛତାକୁ ଜୀବନର ଅବିଚ୍ଛେଦ୍ୟ ଅଙ୍ଗ କରିବାକୁ ଅଧ୍ୟକ୍ଷଙ୍କ ଆହ୍ବାନ’

ଭଞ୍ଜନଗର,୫ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ସୋମବାର ସ୍ବଚ୍ଛ ଭାରତ ଅଭିଯାନ ମାଧ୍ୟମରେ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ…

ସୌମ୍ୟ ହତ୍ୟା ମାମଲାରେ ବଡ଼ ଟୁଇଷ୍ଟ: ସମ୍ପୃକ୍ତ ଝିଅମାନଙ୍କର ହେବ…

ଭୁବନେଶ୍ୱର,୫।୧୦: ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ ତଦନ୍ତକୁ ଆହୁରି ଆଗକୁ ବଢ଼ାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ ଆକ୍ରମଣର ଶିକାର ହୋଇଥିବା ଝିଅମାନଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରାଯିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?