Posted inଜାତୀୟ

ପୁଣିଥରେ ଚମକାଇ ଦେଲେ ମାୟାବତୀ

ଲକ୍ଷ୍ନୌ,୧୭ ।୩: ଲୋକ ସଭା ଓ ଉତ୍ତର ପ୍ରଦେଶର ମ୍ୟୁନିସିପାଲ ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସପି) ସୁପ୍ରିମୋ ମାୟାବତୀ ତାଙ୍କର ଏକ ନିଷ୍ପତ୍ତିକୁ ନେଇ ସମସ୍ତଙ୍କୁ ଚମକାଇ ଦେଇଛନ୍ତି । ମାୟାବତୀ ଏକ ଟୁଇଟ କରି ଦଳରେ କରିଥିବା ପରିବର୍ତ୍ତନକୁ ନେଇ ସୂଚନା ଦେଇଛନ୍ତି । ଯାହା ସମସ୍ତଙ୍କୁ ଚମକାଇ ଦେଇଛି । ମାୟାବତୀ ଟୁଇଟ କରି ଲେଖିଛନ୍ତି, ବିଏସପି ଦ୍ୱାରା ପାର୍ଟିର ମିଡିଆ ସେଲର ପୁନର୍ଗଠନ କରାଯିବ । ଏହି ପରିସ୍ଥିତିରେ ନୂଆ ମିଡିଆ ସେଲର ଗଠନ ପର୍ଯ୍ୟନ୍ତ ଦଳର କେହି ପାର୍ଟି ପ୍ରବକ୍ତା ନାହାନ୍ତି । ଅର୍ଥାତ୍ ଧର୍ମବୀର ଚୌଧୁରୀଙ୍କ ସମେତ ଦଳର ଯେ କୌଣସି ଲୋକ ମିଡିଆରେ କିଛି କୁହନ୍ତି ତେବେ ତାହା ତାଙ୍କର ନିଜସ୍ୱ ରାୟ ହେବ, ପାର୍ଟିର କେହି ପ୍ରବକ୍ତା ନାହାନ୍ତି ।

ସୂଚନାଯୋଗ୍ୟ, ନିକଟରେ ବିଏସପିର ରାଷ୍ଟ୍ରୀୟ ପ୍ରବକ୍ତା ଧର୍ମବୀର ଚୌଧୁରି ମାଫିଆ ଅତିକ ଅହମ୍ମଦର ପରିବାରକୁ ବଞ୍ଚାଇବାକୁ ସିବିଆଇ ଯାଞ୍ଚର ଦାବିକୁ ନେଇ ଟୁଇଟ କରିଥିଲେ । ବିଏସପି ନେତା ଧର୍ମବୀର ଚୌଧୁରି ଟୁଇଟ କରି ଲେଖିଥିଲେ କି ଉମେଶ ପାଲ ହତ୍ୟାକାଣ୍ଡରେ ବିଏସପି ନେତା ଶାଇସ୍ତା ପରବିନ ସିବିଆଇ ଯାଞ୍ଚ ପାଇଁ ଦାବି କରିଛନ୍ତି ଯେ ସରକାର ଆଇନର ହିତରେ ସିବିଆଇ ଯାଞ୍ଚ କରିବା ଦରକାର । ଯେଉଁଥିରେ ସରକାର ପଳାୟନ କରୁଛନ୍ତି । ବିଏସପି ନେତା ଏହି ବୟାନକୁ ନେଇ ଦଳ ଉପରେ କିଛି ପ୍ରଶ୍ନ ଉଠାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କଲେ ସୋଫିଆ, କହିଲେ ନିଜ ସ୍ବାର୍ଥ ପାଇଁ…

କଟକ,୧୯ା୨: କଟକରେ ଜଣ୍ଡିସ୍‌ କାୟା ବିସ୍ତାର କରିବା ପ୍ରସଙ୍ଗରେ ମେୟର ସୁବାସ ସିଂଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ। ସେ କହିଛନ୍ତି, ନିଜ ସ୍ବାର୍ଥ…

AI ହେଉଛି ଭବିଷ୍ୟତ: MANAV ଭିଜନ୍‌ ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ମଣ୍ଡପମରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬କୁ ସମ୍ବୋଧିତ କରିଛନ୍ତି। ସେ ଏହି ସମିଟକୁ ବିଶ୍ୱର ସର୍ବବୃହତ ଏବଂ…

ଜମ୍ବୁ-ମାର୍ଶାଘାଇ ରାସ୍ତା ହେବ ଦୋହରୀକରଣ, ନିର୍ମାଣ ହେବ ନୂଆ ଏୟାର ଷ୍ଟ୍ରିପ୍‌

ମହାକାଳପଡ଼ା, ୧୯ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ-ଜମ୍ବୁ ରାସ୍ତାର ଉନ୍ନତି ଓ ପ୍ରଶସ୍ତୀକରଣ ପ୍ରକଳ୍ପ ନିମନ୍ତେ ମହାକାଳପଡ଼ା ତହସିଲ ଅନ୍ତର୍ଗତ ଦୁଇଟି ଗ୍ରାମ ତଥା ଚଡେଇଗୁଅଁା…

ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା: ଖୋଲୁଛି ସ୍କୁଲ, ଧାର ଚାଉଳରେ ଚାଲିଛି ମଧ୍ୟାହ୍ନ ଭୋଜନ

ଥୁଆମୂଳ ରାମପୁର,୧୯।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ପଡ଼ିଛି। କେଉଁଠି ଶିକ୍ଷକଙ୍କ ଅଭାବ ତ କେଉଁଠି ମଧ୍ୟାହ୍ନ…

ଯାତ୍ରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ଗାଁ ଗାଁରେ ମାତିଲେଣି ଚୋର। ଘରେ କେହି ନ ଥିବା ସୁଯୋଗ ନେଇ ଦିନରେ ଟାର୍ଗେଟ ଏବଂ ବିଳମ୍ବିତ ରାତିରେ ଘରେ ପଶି ଲୁଟ୍‌…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri