ମାନସିକ ଅନଗ୍ରସରଙ୍କୁ ଅପମାନିତ କଲେ ବିଏସଏସଓ: ବୁଦ୍ଧିଜୀବୀ ମହଲରେ ନିନ୍ଦା

ଦାରିଙ୍ଗବାଡି, ୮।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ବୁଧବାର ଭୀମଭୋଇ ଦିବ୍ୟାଙ୍ଗ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଏକାଧିକ ତ୍ରୁଟିକୁ ନେଇ ଜନ ଅସନ୍ତୋଷ ଦେଖାଯାଇଥିଲା। ଦାରିଙ୍ଗବାଡିରେ ଏହି ଶିବିରକୁ ଶହ ଶହ ରୋଗୀ ଆସିଥାନ୍ତି। ଏହି କ୍ରମରେ ମାନସିକ ଅନଗ୍ରସର, ଦୃଷ୍ଟି ଓ ଶ୍ରବଣ ବାଧିତ, ଅସ୍ଥିଶଲ୍ୟ ବିଭାଗ ସମେତ ଶିଶୁ ମାନଙ୍କ ବିଭିନ୍ନ ସମସ୍ୟାକୁ ବିଶେଷଜ୍ଞ ଡାକ୍ତରମାନେ ଚିକିତ୍ସା କରି ପ୍ରମାଣପତ୍ର ପ୍ରଦାନ କରନ୍ତି। ପୂର୍ବରୁ ଭିନ୍ନକ୍ଷମ କୁହାଯାଉଥିବା ବେଳେ ରାଜ୍ୟ ଏବଂ କେନ୍ଦ୍ର ସରକାର ତାକୁ ପରିବର୍ତ୍ତନ କରି ଦିବ୍ୟାଙ୍ଗ କହିବା ଓ ଜଣେ ସକ୍ଷମ ସହ ଦିବ୍ୟାଙ୍ଗଙ୍କୁ ସମାନ ଦୃଷ୍ଟିରେ ଦେଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଶିବିରରେ ଦିବ୍ୟାଙ୍ଗମାନଙ୍କୁ ଅତି କଦର୍ଯ୍ୟ ଭାବେ ଉଚ୍ଚାରଣ କରାଯାଇ ପୋଷ୍ଟର ଲଗାଯାଇଥିବା ଘଟଣାକୁ ଲୋକମାନେ ନାପସନ୍ଦ କରୁଥିଲେ। ମାନସିକ ଅନଗ୍ରସର ସ୍ଥାନରେ ମୁଣ୍ଡ ଦୋଷ ବୋଲି ଉଲ୍ହେଖ କରାଯାଇଥିବାବେଳେ ଅସ୍ଥିଶଲ୍ୟ ପୋଷ୍ଟର ବଦଳରେ ଗୋଡ଼ ଓ ହାତ ଭଙ୍ଗା ବିଭାଗ, ସିକଲସେଲ ବଦଳରେ ସିକଲିଙ୍ଗ ଆଦି କଦର୍ଯ୍ୟ କରି ପୋଷ୍ଟର ଲଗାଯାଇଥିଲା। ଯାହାକି ବୁଦ୍ଧିଜୀବୀ ମହଲରେ ବିଏସଏସଓ କ୍ଷିତୀଶ ସାହୁଙ୍କ ଏଭଳି କାର୍ଯ୍ୟକୁ ନିନ୍ଦା କରାଯାଇଛି। ଜଣେ ଦିବ୍ୟାଙ୍ଗ ଯେତେବେକେ ନିଜ ନାମ ରେଜିଷ୍ଟ୍ରେସନ କରିବାକୁ ପହଞ୍ଚି ଏଭଳି ଦେଖିଛନ୍ତି। ଦୁଃଖ ପ୍ରକାଶ କରୁଥିବା ଜଣାପଡିଛି । ଏନେଇ ବିଏସଏସଓଙ୍କୁ ପଚାରିବାରୁ କୌଣସି ସନ୍ତୋଷଜନକ ଉତ୍ତର ଦେଇ ନ ଥିଲେ।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri