ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ

ନାକଟିଦେଉଳ,୨୩ା୧(ଡି.ଏନ୍‌.ଏ.)- ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଜଣେ ବିଟେକ୍‌ ଛାତ୍ରୀ ସମିତିସଭ୍ୟା ପ୍ରାର୍ଥୀ ହୋଇଛନ୍ତି। ସେ ହେଲେ ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ପାଣିମୁରା ପଞ୍ଚାୟତ ଶଙ୍ଖାଭାଙ୍ଗୁଣୀ ଗ୍ରାମର ରଶ୍ମିତାପ୍ରିୟା ବେକ୍‌।

କଲ୍ୟାଣ ବେକ୍‌ ଓ ସୁବାଷିନୀ ବେକ୍‌ଙ୍କ ଝିଅ ରଶ୍ମିତା ନାକଟିଦେଉଳ ଯୁକ୍ତ ଦୁଇ କଲେଜରୁ ପଢା ସାରିବା ପରେ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ୨୦୧୮ରେ ବିଟେକ୍‌ କରିଛନ୍ତି। ବର୍ତ୍ତମାନ ସେ ଘରେ ରହି ମା’ବାପାଙ୍କୁ ବିଭିନ୍ନ କାମରେ ସହଯୋଗ କରିବା ସହ ଛୋଟ ପିଲାଙ୍କୁ ଟ୍ୟୁଶନ କରୁଛନ୍ତି। ଆସନ୍ତା ଫେବୃୟାରୀ ୧୮ରେ ଏଠାରେ ନିର୍ବାଚନ ହେବାକୁ ଥିବାବେଳେ ରଶ୍ମିତା ପାଣିମୁରା ପଞ୍ଚାୟତ ସମିତିସଭ୍ୟା ପ୍ରାର୍ଥତ୍ନୀ ଭାବେ ଅବତୀର୍ଣ୍ଣ ହୋଇଛନ୍ତି। ପଞ୍ଚାୟତ ତଥା ସମାଜର ବିକାଶ ଲକ୍ଷ୍ୟ ନେଇ ସେ ରାଜନୀତି ମୈଦାନକୁ ଓହ୍ଲାଇଥିବା ରଶ୍ମିତା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ନିୟମିତ ଗାଜର ଖାଇଲେ ମିଳିଥାଏ ଅନେକ ଲାଭ, ବ୍ଲଡ୍‌ପ୍ରେସର ନିୟନ୍ତ୍ରଣଠାରୁ ଆରମ୍ଭ କରି…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା ଏହାକୁ ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କଲେ ତାହା ଶରୀରରେ ରୋଗ…

ଅଧିକ ଚା’ ପିଉଛନ୍ତି କି? ଚେତାବନୀ ଦେଇ ବିଶେଷଜ୍ଞ କହିଲେ…

କ୍ଳାନ୍ତ ମନକୁ ହାଲୁକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଥର ଚା’ ପିଉଛନ୍ତି ତେବେ…

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର,୨୮।୯(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?