ଚାଇନାରେ ବୁବୋନିକ ପ୍ଲେଗ ଆତଙ୍କ, ମଙ୍ଗୋଲିଆରେ ୨ ଆକ୍ରାନ୍ତ ଚିହ୍ନଟ…

ବେଜିଂ,୧୩।୮ : ଚାଇନାର ଉତ୍ତର ଅଞ୍ଚଳ ଆଭ୍ୟନ୍ତରୀଣ ମୋଙ୍ଗୋଲିଆରେ ୨ ବୁବୋନିକ ପ୍ଲେଗ ମହାମାରୀ ରିପୋର୍ଟ ହୋଇଛି। ଅଗଷ୍ଟ ୭ ରେ ପୂର୍ବ ସଂକ୍ରମଣ ଚିହ୍ନଟ ହୋଇଥିଲା ବୋଲି ସ୍ଥାନୀୟ ସରକାର ପୂର୍ବରୁ ଜଣାଇଥିଲେ। ସଂକ୍ରମିତ ଏହି ଦୁଇ ଜଣ ହେଉଛନ୍ତି ପୂର୍ବରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମହିଳାଙ୍କ ସ୍ବାମୀ ଏବଂ ଝିଅ ବୋଲି ସରକାର ଏକ ବିବୃତ୍ତିରେ କହିଛନ୍ତି। ଆକ୍ରାନ୍ତଙ୍କ ସମସ୍ତ ଘନିଷ୍ଠ ସମ୍ପର୍କୀୟଙ୍କୁ କ୍ୱାରାଣ୍ଟାଇନ କରାଯାଇଛି ଏବଂ ଆକ୍ରାନ୍ତଙ୍କଠାରେ କୌଣସି ଅସ୍ବାଭାବିକ ଲକ୍ଷଣ ଦେଖାଯାଇ ନାହିଁ ବୋଲି ବିବୃତ୍ତିରେ କୁହାଯାଇଛି।

ବୁବୋନିକ ପ୍ଲେଗ ସଂକ୍ରମଣ ମୁଖ୍ୟତଃ ରୋଡେଣ୍ଟସ ଦ୍ୱାରା ବିସ୍ତାର ହୁଏ। ଏହି ସଂକ୍ରାମକ ରୋଗର ମାତ୍ରା କମ, ଆଭ୍ୟନ୍ତରୀଣ ମୋଙ୍ଗୋଲିଆ ଏବଂ ଉତ୍ତର-ପଶ୍ଚିମ ନିଙ୍ଗକ୍ସିଆ ଅଞ୍ଚଳରେ ଅଧିକାଂଶରେ ଏହା ଦେଖିବାକୁ ମିଳିଥିଲା। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ବୁବୋନିକ ପ୍ଲେଗ ହେଉଛି ମହାମାରୀର ସବୁଠାରୁ ସାଧାରଣ ରୂପ, ଯାହା ଠିକ ସମୟରେ ଚିକିତ୍ସା କରା ନ ଗଲେ ସାଂଘାତିକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

CJP ନିର୍ବାଚନ ଲଢିଲେ ଭୋଟ୍‌ ଦେବେ କି? ଚମକାଇଲା ସର୍ଭେ ରିପୋର୍ଟ…ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୨୭।୮: ଦିଲ୍ଲୀର ଯନ୍ତର-ମନ୍ତରଠାରେ ହୋଇଥିବା ଛାତ୍ର ଆନ୍ଦୋଳନ ପରେ କକରୋଚ ଜନତା ପାର୍ଟି (CJP) ସାରା ଦେଶରେ ଚର୍ଚ୍ଚାରେ ଅଛି। CJP ପକ୍ଷରୁ ଆଉ ଥରେ ସେପ୍ଟେମ୍ୱର…

ନେପାଳ ବନ୍ୟା; ଖୋର୍ଦ୍ଧାର ଦମ୍ପତି ନିଖୋଜ, ସାନ ଭାଇ କହିଲେ…

ଖୋର୍ଦ୍ଧା,୨୭।୮(ପ୍ରଭାତ ପାଣିଗ୍ରାହୀ) : ନେପାଳ ବନ୍ୟାରେ ଖୋର୍ଦ୍ଧା ଜେମାଦେଇର ଦମ୍ପତି ସନ୍ଦିପ ମହାପାତ୍ର ଓ ସ୍ତ୍ରୀ ସିର୍ଦ୍ଧାର୍ଥୀ ସାହୁ ନିଖୋଜ ହୋଇଯାଇଛନ୍ତି । ଏନେଇ ତାଙ୍କ ସାନ…

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri