ବୌଦ୍ଧ ସବୁଠାରୁ ଉତ୍ତପ୍ତ, ଦ୍ୱିତୀୟରେ ଭୁବନେଶ୍ୱର

ଭୁବନେଶ୍ବର,୨୦।୪(ବ୍ୟୁରୋ): ଜଳୁଛି ସାରା ରାଜ୍ୟ। ସକାଳ ୮ଟାରୁ ଓ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଘରୁ ବାହାରକୁ ବାହାରିବା ମୁସ୍‌କିଲ ହୋଇପଡୁଛି। ଏଭଳିସ୍ଥିତିରେ ଗୁରୁବାର ରାଜ୍ୟର ୨୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ୪୩.୯ ଡିଗ୍ରୀ ସହ ବୌଦ୍ଧ ସବୁଠାରୁ ଉତ୍ତପ୍ତ ସହର ହୋଇଛି। ସେହିପରି ରାଜ୍ୟର ଦ୍ବିତୀୟ ସର୍ବାଧିକ ଉତ୍ତପ୍ତ ସହର ଭାବେ ଭୁବନେଶ୍ବରରେ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି।

ଅନ୍ୟପକ୍ଷେ ଆଗାମୀ ୩୬ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଝାରସୁଗୁଡ଼ାରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରଇଛି। ଏଥି ସହିତ ୪ଟି ଜିଲାକୁ ହିଟ୍‌ ୱେଭ ଅରେଞ୍ଜ ଆଲର୍ଟ କରାଯାଇଛି। କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବଲାଙ୍ଗୀର ଏବଂ ବୌଦ୍ଧରେ ତାପମାତ୍ରା ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri