ମିଳିଲାନି କାନ୍ଧ: ସାଇକେଲରେ ବୁହା ହେଲା ବୁଦ୍ଧାଙ୍କ ମୃତଦେହ

ପାଇକମାଳ,୨୫।୬(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ କଣ୍ଟାପଡ଼ାରେ ଗୁରୁବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। କଣ୍ଟାପଡ଼ାର ବୃଦ୍ଧା ଜୟନ୍ତୀ ବଛା(୮୦)ଙ୍କ ଗୁରୁବାର ସକାଳ ପ୍ରାୟ ୮ଟାରେ ହୋଇଥିଲା। ହେଲେ ମୃତଦେହ ଦୀର୍ଘ ସମୟ ଧରି ପଡି ରହିଥିବା ବେଳେ କାନ୍ଧ ଦେବାକୁ ସାହି ପଡ଼ିଶା କେହି ଆସି ନ ଥିଲେ।

ଏଭଳି ସ୍ଥିତିରେ ବୃଦ୍ଧାଙ୍କ ବିଧବା ପୁତ୍ରବଧୂ ଯାଜ୍ଞସେନୀ ବଛା, ନାତି ଶୁଭମ୍‌ ବଛା ଏବଂ ଝିଅ ବାସନ୍ତୀ ବଛା କୌଣସି ଉପାୟ ନ ପାଇ ସାଇକଲରେ ମୃତଦେହ ବାନ୍ଧି ଶ୍ମଶାନକୁ ନେଇ ଅନ୍ତିମ ସଂସ୍କାର କରିଥିଲେ। ବର୍ତ୍ତମାନ ଏହି ଘଟଣାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଏପରିକି ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ମିଳିଥିବା ସୂଚନା ମୁତାବକ, ମୃତକ ଜୟନ୍ତୀ ବଛା(୮୦)। ତାଙ୍କର ଗୋଟିଏ ପୁଅ ସାତ ମାସ ତଳେ ମୃତ୍ୟୁବରଣ କରିଥିଲେ। ଏଭିଳିସ୍ଥିତିରେ ତାଙ୍କ ପାଖରେ ବିଧବା ପୁତ୍ରବଧୂ ଯାଜ୍ଞସେନୀ ବଛା, ନାତି ଶୁଭମ୍‌ ବଛା ଏବଂ ଝିଅ ବାସନ୍ତୀ ବଛା ରହୁଥିଲେ। ଦୀର୍ଘ ଦିନ ହେଲା ସାନପୁଅ ପଞ୍ଚା ବଛା ସ୍ତ୍ରୀଙ୍କ ଧରି ଭଞ୍ଜନଗରରେ ରହୁଥିବା ସୂଚନା ମିଳିଛି। ଝିଅ ବାସନ୍ତୀ, ସାନପୁଅ ପଞ୍ଚା ମଧ୍ୟ ମାନସିକ ରୋଗୀ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷେ ଅନ୍ତିମ ସଂସ୍କାର ବେଳେ ନିଲେଶ୍ୱର୍‌ ବନଛୋର, ଧବଳେଶ୍ୱର ବାଗ, ଆରତୀ ବଗର୍ତ୍ତି, ନୃପତି ବନଛୋର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ଇତିହାସ ରଚିବେ ରୋ-କୋ: ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜ୍‌ରେ କରିପାରନ୍ତି ଏହି କମାଲ୍‌

ନୂଆଦିଲ୍ଲୀ,୨୫।୯: ଶୁବମନ ଗିଲଙ୍କ ନେତୃତ୍ୱରେ ୱେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ପ୍ରସ୍ତୁତ ଭାରତୀୟ କ୍ରିକେଟ ଟିମ। ଏହି ସିରିଜ୍‌ର ପ୍ରଥମ ମ୍ୟାଚ…

ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ

ଅହମ୍ମଦାବାଦ,୨୫।୯: ଗୁଜରାଟର ଗାନ୍ଧୀନଗରସ୍ଥିତ ଏକ ସେସନ୍ସ କୋର୍ଟ ଗୁରୁବାର ଜର୍ନାଲିଷ୍ଟ ରବି ନାୟାରଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଆଦାନୀ ଏଣ୍ଟରପ୍ରାଇଜେସ ଦ୍ୱାରା ଦାଖଲ ଏକ ଆପରାଧିକ…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଭାରତଠାରୁ କିଛି ଶିଖ! ପାକିସ୍ତାନ ଖେଳାଳିଙ୍କୁ ଉପଦେଶ ଦେଲେ କୋଚ

ନୂଆଦିଲ୍ଲୀ,୨୫।୯: ପାକିସ୍ତାନ କ୍ରିକେଟ ଟିମ୍‌ର ଖରାପ ପ୍ରଦର୍ଶନକୁ ନେଇ ଚର୍ଚ୍ଚା ମଧ୍ୟରେ ଏବେ ଦଳର ହେଡ କୋଚ ମାଇକ ହେସନ ଭାରତକୁ ନେଇ ଦେଇଛନ୍ତି ବଡ଼ ବୟାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?