Posted inଜାତୀୟ

ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବୌଦ୍ଧ ଭିକ୍ଷୁ

ଗୟା,୨୨।୪: ବୋଧ ଗୟାର ମହାବୋଧି ମନ୍ଦିରରେ ଥିବା ବୌଦ୍ଧ ଭିକ୍ଷୁମାନେ ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ରବିବାର ସନ୍ଧ୍ୟାରେ ଏକ ମହମବତୀ ଶୋଭାଯାତ୍ରା ବାହାର କରି ଏମାନେ ଅମର ଆତ୍ମାର ସଦ୍‌ଗତି କାମନା କରିଥିଲେ। ସୂଚନାଯୋଗ୍ୟ, ରବିବାର ଶ୍ରୀଲଙ୍କାର ପ୍ରାୟ ୮ଟି ସ୍ଥାନରେ ସିରିଏଲ ବୋମା ବିସ୍ଫୋରଣ ହେବା ଫଳରେ ପାଖାପାଖି ୨୯୦ ଜଣଙ୍କ ମୃତ୍ୟୁ ହେବା ସହ ୫ଶହରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏହି ଘଟଣାକୁ ବିଶ୍ୱ ବ୍ୟାପି ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୨୪ଘଣ୍ଟାରେ ୫ଜଣଙ୍କୁ ହତ୍ୟା, ଘର ଭିତରେ ପଶି ମା’ପୁଅଙ୍କୁ ମାରିଦେଲେ

ନୂଆଦିଲ୍ଲୀ,୨୧।୫: ଜୀତାୟ ରାଜଧାନୀରେ ଅପରାଧ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟ ହୋଇଛି । ଏବେ ଦିଲ୍ଲୀର…

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲେ କେନ୍ଦ୍ର ସରକାର, ଲକ୍ଷଣ ଦେଖାଗଲେ….

ନୂଆଦିଲ୍ଲୀ,୨୧।୫: ଆଫ୍ରିକାରେ ଇବୋଲା ଭାଇରସ ପ୍ରକୋପ ସମ୍ପର୍କରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବେ ସତର୍କତା ବୃଦ୍ଧି କରିଛି । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ (WHO)…

SBI ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର; ଲଗାତାର ୬ ଦିନ ବନ୍ଦ ରହିବ..

ନୂଆଦିଲ୍ଲୀ,୨୧।୫: ଦେଶ ସବୁଠାରୁ ନାମୀଦାମୀ ବ୍ୟଙ୍କରେ ୬ ଦିନ ଝୁଲିବ ତାଲା । ପାଖାପାଖି ୨୩୨୭୦ ଶାଖା, ୬୩୦୦୦ରୁ ଅଧିକ ATM ୫୦ କୋଟିରୁ ଅଧିକ ଗ୍ରାହକଙ୍କ…

ସାଧାରଣ ଲୋକଙ୍କୁ ପୁଣି ବଡ଼ ଝଟ୍‌କା! ପେଟ୍ରୋଲ ୫ଟଙ୍କା ପ୍ରତି ଲିଟର…

ନୂଆଦିଲ୍ଲୀ,୨୧।୫: ଯଦି ଆପଣ ଭାବୁଛନ୍ତି ଯେ ଗତ ସପ୍ତାହରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପ୍ରତି ଲିଟର 4 ବୃଦ୍ଧି ପରେ ଆପଣଙ୍କୁ କିଛି ଆଶ୍ୱସ୍ତି ମିଳିବ,…

ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ନିଷ୍ପତ୍ତି, ଗାଡ଼ି ଚାଳକଙ୍କୁ ମିଳିବ…

ନୂଆଦିଲ୍ଲୀ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ବିବାଦର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଫଳସ୍ୱରୂପ, ବିଶ୍ୱବ୍ୟାପୀ ଅଶୋଧିତ ତୈଳ ମୂଲ୍ୟ ସ୍ଥିର ଭାବରେ ବୃଦ୍ଧି…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ,…

ପଶ୍ଚିମବଙ୍ଗରୁ ଅନୁପ୍ରବେଶକାରୀଙ୍କୁ ତଡ଼ିବା ପ୍ରକ୍ରିୟା ଆରମ୍ଭ: ଗିରଫ କରି ସିଧାସଳଖ BSFକୁ ହସ୍ତାନ୍ତର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

କୋଲକାତା, ୨୦।୬: ପଶ୍ଚିମବଙ୍ଗରୁ ବେଆଇନ ଅନୁପ୍ରବେଶକାରୀଙ୍କୁ ବାହାର କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ରାଜ୍ୟର ନବର୍ନିବାଚିତ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବୁଧବାର ରାଜ୍ୟ…

ଜାତିସଂଘର ଚେତାବନୀ, ଆହୁରି ମହଙ୍ଗା ହେବ ପେଟ୍ରୋଲ-ଡିଜେଲ! ଦେଖାଦେଇପାରେ ଖାଦ୍ୟ ସଙ୍କଟ

ନୂଆଦିଲ୍ଲୀ,୨୦।୫:  ଜାତିସଂଘର ଖାଦ୍ୟ ଏବଂ କୃଷି ସଂଗଠନ (FAO) ବୁଧବାରଏକ ଗମ୍ଭୀର ବିଶ୍ୱ ଖାଦ୍ୟ ସଙ୍କଟ ସମ୍ପର୍କରେ ଏକ ଚେତାବନୀ ଜାରି କରିଛି । FAO ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri