Posted inଜାତୀୟ

ବଜେଟ ୨୦୨୪: ସାମରିକ ଶକ୍ତି ବୃଦ୍ଧି ପାଇଁ ଏତିକି କୋଟି ଆବଣ୍ଟନ

ନୂଆଦିଲ୍ଲ୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଅନ୍ତରୀଣ ବଜେଟ ଉପସ୍ଥାପନ କରୁଛନ୍ତି। ଏହି ସମୟରେ ପ୍ରତିରକ୍ଷା ବଜେଟରେ ବଡ଼ ଘୋଷଣା କରାଯାଇଛି। ଗୁରୁବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରତିରକ୍ଷା ବଜେଟରେ ୧୧.୧ ପ୍ରତିଶତ ବୃଦ୍ଧି ଘୋଷଣା କରି ଏହାକୁ ୧୧,୧୧,୧୧୧ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି। ଯାହା ଜିଡିପିର ୩.୪ ପ୍ରତିଶତ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ବାରବାଟୀରେ ଭାରତର ବିଜୟ ଉତ୍ସବ ମଧ୍ୟରେ ଲୁଟ୍; ଦର୍ଶକଙ୍କ ମୋବାଇଲ୍, ପର୍ସ ଚୋରି

କଟକ,୧୦।୧୨: ବାରବାଟୀ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନୁଷ୍ଠିତ ଟି-୨୦ ମୁକାବିଲାରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଧୁଆଁଦାର ବ୍ୟାଟିଂ ଓ ବୋଲିଂ ବଳରେ ଭାରତ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

‘ସୁନ୍ଦର ମୁହଁ’, ‘ମେସିନ୍ ଗନ୍ ପରି ଓଠ”, ଟ୍ରମ୍ପଙ୍କ ମନ୍ତବ୍ୟ ଶୁଣି ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ନିକଟରେ ତାଙ୍କର ହ୍ୱାଇଟ୍ ହାଉସ୍ ପ୍ରେସ୍ ସେକ୍ରେଟେରୀ କାରୋଲିନ୍ ଲେଭିଟ୍‌ଙ୍କୁ ତାଙ୍କର “ସୁନ୍ଦର ମୁହଁ” ଏବଂ “ଓଠ”କୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri