Budget 2024: ଫେବୃଆରୀ ୧ରେ ଆନ୍ତରୀଣ ବଜେଟ୍‌ ଉପସ୍ଥାପନ କରିବେ ନିର୍ମଳା ସୀତାରମଣ, ଭାଙ୍ଗିବେ ମୋରାରଜୀ ଦେସାଇଙ୍କ ରେକର୍ଡ

ନୂଆଦିଲ୍ଲୀ,୨୬।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୨ରେ କ୍ରମାଗତ ଷଷ୍ଠ ଥର ପାଇଁ ବଜେଟ ଉପସ୍ଥାପନ କରିବାକୁ ଯାଉଛନ୍ତି। ଏଥରର ବଜେଟ ସମ୍ପୂର୍ଣ୍ଣ ଉପସ୍ଥାପନ ହେବ ନାହିଁ କାରଣ ଚଳିତ ବର୍ଷ ଲୋକସଭା ନିର୍ବାଚନ ହେବାକୁ ଯାଉଛି। ତେଣୁ ନିର୍ବାଚନ ଖର୍ଚ୍ଚ ପୂରଣ ପାଇଁ ସରକାର ଆନ୍ତରୀଣ ବଜେଟ ଉପସ୍ଥାପନ କରିବେ। ଲୋକସଭା ନିର୍ବାଚନ ପୂର୍ବରୁ ଏହା ପ୍ରତ୍ୟେକ ଥର ଉପସ୍ଥାପିତ ହୋଇଥାଏ। କ୍ରମାଗତ ପାଞ୍ଚଟି ବାର୍ଷିକ ବଜେଟ ଏବଂ ଗୋଟିଏ ଆନ୍ତରୀଣ ବଜେଟ ଉପସ୍ଥାପନ କରି ସେ ଦେଶର ଦ୍ୱିତୀୟ ଅର୍ଥମନ୍ତ୍ରୀ ହେବେ । ଅଦ୍ୟାବଧି ଏହି ସଫଳତା କେବଳ ପୂର୍ବତନ ପ୍ରଧାନମନ୍ତ୍ରୀ ମୋରାରଜୀ ଦେଶାଇଙ୍କ ନାମରେ ରହିଛି।

ଫେବୃଆରୀ ୨ରେ ସୀତାରମଣ ଆନ୍ତରୀଣ ବଜେଟ ଉପସ୍ଥାପନ କରିବେ। ସେ ମନମୋହନ ସିଂ, ଅରୁଣ ଜେଟଲୀ, ପି ଚିଦାମ୍ବରମ ଏବଂ ଯଶବନ୍ତ ସିହ୍ନାଙ୍କ ପରି ପୂର୍ବତନ ଅର୍ଥମନ୍ତ୍ରୀଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଛନ୍ତି। ଏହି ଅର୍ଥମନ୍ତ୍ରୀମାନେ କ୍ରମାଗତ ପାଞ୍ଚଟି ବଜେଟ ଉପସ୍ଥାପନ କରିଥିଲେ। ଅର୍ଥମନ୍ତ୍ରୀ ଭାବରେ ଦେସାଇ ୧୯୫୯-୧୯୬୪ ମଧ୍ୟରେ ପାଞ୍ଚଟି ବାର୍ଷିକ ବଜେଟ ଏବଂ ଗୋଟିଏ ଆନ୍ତରୀଣ ବଜେଟ ଉପସ୍ଥାପନ କରିଥିଲେ। ଯାହାକୁ ସୀତାରମଣ ଭାଙ୍ଗି ରେକର୍ଡ କରିବାକୁ ଯାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri