Posted inଜାତୀୟ

Budget 2025: ଅଙ୍ଗନବାଡିକୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପିଲାଙ୍କୁ ମିଳିବ…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ନରେନ୍ଦ୍ର ମୋଦି ସରକାର ୩.୦ର ବଜେଟ ଲୋକ ସଭାରେ ଉପସ୍ଥାପିତ ହେଛଛି। ୨୦୧୪ରେ ମୋଦି ସରକାର କ୍ଷମତାକୁ ଆସିବା ପରେ, ଅର୍ଥମନ୍ତ୍ରୀ ର୍ନିମଳା ସୀତରାମନ ମୋଦି ସରକାରଙ୍କ ୧୪ତମ ବଜେଟ ଉପସ୍ଥାପନ କରୁଛନ୍ତି। ଗତ ବର୍ଷ ଜୁଲାଇ ୨୦୨୪ରେ ଭାରତୀୟ ଜନତା ପାର୍ଟି ନେତୃତ୍ୱରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସରକାର ଗଠନ ହେବା ପରେ ଏହା ଏହି ସରକାରଙ୍କର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ।

ତେବେ ଏହି ବଜେଟରେ ଅଙ୍ଗନବାଡିକୁ ନେଇ ଅର୍ଥମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ସକ୍ଷମ ଅଙ୍ଗନବାଡ଼ି ୨.0 ଉପରେ ଗୁରୁତ୍ୱ ଦେବାକୁ ସେ ଆଲୋକପାତ କରିଛନ୍ତି। ଏହା ଦ୍ବାରା ୮ କୋଟି ଶିଶୁ ଲାଭବାନ ହେବେ। ସରକାରୀ ସେକେଣ୍ଡାରି ସ୍କୁଲକୁ ବ୍ରୋଡବ୍ୟାଣ୍ଡ ମିଳିବ। ଆଞ୍ଚଳିକ ଭାଷାରେ ପୁସ୍ତକ ପ୍ରକାଶନ କରାଯିବ। ୫୦ ହଜାର ଅଟଳ ଟିଙ୍କରିଂ ଲାବ ପ୍ରତିଷ୍ଠା କରାଯିବ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକରେ ବ୍ରୋଡବ୍ୟାଣ୍ଡ ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଭାରତ-ପାକିସ୍ତାନ ପରମାଣୁ ଯୁଦ୍ଧ ନିକଟତର..ପୁଣି ବିଶ୍ୱରେ ଚହଳ ପକାଇଲା ଟ୍ରମ୍ପଙ୍କ ମନ୍ତବ୍ୟ

ଓ୍ବାଶିଂଟନ,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ମିଛ ଦାବି କରିଛନ୍ତି। ସେ ୨୦୨୫ ମେ ମାସରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

ସୁନା ଦର ଆକାଶଛୁଆଁ: ଦେଢ଼ଲକ୍ଷ ଟପିଲା ଦାମ୍‌, ଭୁବନେଶ୍ୱରରେ ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୧।୧: ଆଉ ମାରିହେବନି ହାତ। ସୁନା ଦର ଆକାଶଛୁଆଁ। ଦେଢ଼ଲକ୍ଷ ଟପିଲା ଦାମ୍‌। ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ୍‌ ସୁନା ମୂଲ୍ୟ ୧ ଲକ୍ଷ ୫୪...

ସ୍ବିଜରଲାଣ୍ଡ ଯାଉଥିଲେ ଟ୍ରମ୍ପ, ଉଡ଼ାଣ ଆରମ୍ଭ ହେବାର କିଛି ସମୟ ପରେ ହଠାତ୍‌ ଖରାପ ହେଲା ବିମାନ, ତା’ପରେ..

ଓ୍ବାଶିଂଟନ୍‌,୨୧।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ଅର୍ଥନୈତିକ ଫୋରମରେ ଯୋଗଦେବା ପାଇଁ ସ୍ବିଜରଲାଣ୍ଡର ଡାଭୋସ ଅଭିମୁଖେ ଯାତ୍ରା କରୁଥିଲେ। କିନ୍ତୁ, ଉଡ଼ାଣ ଆରମ୍ଭ ହେବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri