Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର ‘ରେୟାର ଆର୍ଥ କରିଡର’ ପ୍ରତିଷ୍ଠା କରାଯିବ। ୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା ‘ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍’ ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।

ବଜେଟ୍‌ ଉପସ୍ଥାପନ ପରେ କଣ କହିଲେ ଅମିତ ଶାହା

ବଜେଟ୍‌ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି। କେନ୍ଦ୍ର ବଜେଟ୍‌ ୨୦୨୬-୨୭ରେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ପରିବେଶ ସମ୍ମତ କାର୍ଗୋ ପରିବହନ ପ୍ରୋତ୍ସାହନ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି।

NW-5 ଦ୍ୱାରା ତାଳଚେର ଓ ଅନୁଗୋଳ ଖଣିଜ-ସମୃଦ୍ଧ ଅଞ୍ଚଳ ସଂଯୋଗ ହେବ। କଳିଙ୍ଗ ନଗର ଭଳି ଶିଳ୍ପ କେନ୍ଦ୍ରଗୁଡ଼ିକୁ ମଧ୍ୟ ସଂଯୋଗ କରାଯିବ। ଏହି ଜଳମାର୍ଗ ପାରାଦୀପ ଓ ଧାମରା ବନ୍ଦର ସହିତ ସଂଯୋଗ କରିବ। ଏହା ଦ୍ୱାରା ଲଜିଷ୍ଟିକ୍ସ ଦକ୍ଷତା, ଶିଳ୍ପ ବିକାଶକୁ ପ୍ରୋତ୍ସାହନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri