Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ ଉପରେ ନିର୍ଭରଶୀଳତା କମାଇବା ପାଇଁ ଓଡ଼ିଶା, କେରଳ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁରେ ସ୍ୱତନ୍ତ୍ର ‘ରେୟାର ଆର୍ଥ କରିଡର’ ପ୍ରତିଷ୍ଠା କରାଯିବ। ୨୦୨୫ ନଭେମ୍ବରରେ ଆରମ୍ଭ ହୋଇଥିବା ‘ରେୟାର ଆର୍ଥ ପରମାନେଣ୍ଟ ମ୍ୟାଗ୍ନେଟ୍’ ଯୋଜନାକୁ ଏହି ନୂତନ ପଦକ୍ଷେପ ଆହୁରି ସୁଦୃଢ଼ କରିବ।

ବଜେଟ୍‌ ଉପସ୍ଥାପନ ପରେ କଣ କହିଲେ ଅମିତ ଶାହା

ବଜେଟ୍‌ରେ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି। ତେବେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏ ନେଇ ସେ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି। କେନ୍ଦ୍ର ବଜେଟ୍‌ ୨୦୨୬-୨୭ରେ ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ପରିବେଶ ସମ୍ମତ କାର୍ଗୋ ପରିବହନ ପ୍ରୋତ୍ସାହନ ପାଇଁ ବଡ଼ ପଦକ୍ଷେପ ନିଆଯାଇଛି।

NW-5 ଦ୍ୱାରା ତାଳଚେର ଓ ଅନୁଗୋଳ ଖଣିଜ-ସମୃଦ୍ଧ ଅଞ୍ଚଳ ସଂଯୋଗ ହେବ। କଳିଙ୍ଗ ନଗର ଭଳି ଶିଳ୍ପ କେନ୍ଦ୍ରଗୁଡ଼ିକୁ ମଧ୍ୟ ସଂଯୋଗ କରାଯିବ। ଏହି ଜଳମାର୍ଗ ପାରାଦୀପ ଓ ଧାମରା ବନ୍ଦର ସହିତ ସଂଯୋଗ କରିବ। ଏହା ଦ୍ୱାରା ଲଜିଷ୍ଟିକ୍ସ ଦକ୍ଷତା, ଶିଳ୍ପ ବିକାଶକୁ ପ୍ରୋତ୍ସାହନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସରେ ପୋଷ୍ଟ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?