ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ: ଜାଣନ୍ତୁ କ’ଣ ରହିଛି ମୁଖ୍ୟାଂଶ

ଭୁବନେଶ୍ୱର,୨୨।୨(ବ୍ୟୁରୋ): ସୋମବାର ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ଗତବର୍ଷ ଅପେକ୍ଷା ଚଳିତବର୍ଷ ବଜେଟର ପରିମାଣ ୧୩ ପ୍ରତିଶତ ବଢ଼ିଛି। ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି ରହିଛି। ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି। ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ ରହିଥିବାବେଳେ ନେଟ ଋଣ ପରିମାଣ ୧୮, ୪୬୫ କୋଟି ରହିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସେହିପରି କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ବ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି। କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ କରାଯାଇଛି। ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି। ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ ରହିଛି। ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।
ସେହିପରି ସ୍ବାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ କରାଯାଇଥିବାବେଳେ ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି, ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ କରାଯାଇଛି। ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା। ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି। ବିଜୁ ଏକ୍ସପ୍ରେସ ୱେ ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା। ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ। ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ପାଇଁ ଶହେ କୋଟି। କଟକରେ ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ କ। ବରମୁଣ୍ଡା ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ। ସାଗର ମାଳା ଯୋଜନାରେ କୋଷ୍ଟାଲ ହାଇୱେ ପାଇଁ ୩୪ କୋଟି ଟଙ୍କା, ଲ୍ୟାଣ୍ଡବ୍ୟାଙ୍କ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ୪୬୫ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri