Posted inଜାତୀୟ

ମାର୍ଚ୍ଚ ୨୫ରେ ଶେଷ ହେବ ବଜେଟ ଅଧିବେଶନ !

ନୂଆଦିଲ୍ଲୀ,୨୪।୩: ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ୪ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପାର୍ଲାମେଣ୍ଟର ବଜେଟ ଅଧିବେଶନ ସମୟ ପୂର୍ବରୁ ଶେଷ ହେବ। ଏହାକୁ ମାର୍ଚ୍ଚ ୨୫ରେ ଶେଷ କରାଯିବାର ସମ୍ଭାବନା ରହିଛି। ଏହା ଏପ୍ରିଲ୍‌ ୮ରେ ଶେଷ ହୋଇଥାନ୍ତା। ମାତ୍ର ବଜେଟ ଅଧିବେଶନକୁ ୧୪ ପୂର୍ବରୁ ଶେଷ କରାଯିବ। ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ମାର୍ଚ୍ଚ ୨୭ରେ ଅନୁଷ୍ଠିତ ହେବ। ଏହାର ୨ ଦିନ ପୂର୍ବରୁ ବଜେଟ ଅଧିବେଶନକୁ ଶେଷ କରାଯିବ। କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀ ସହିତ କେରଳ, ତାମିଲନାଡୁ, ଆସାମ, ପଶ୍ଚିମବଙ୍ଗ ଆଦି ୪ ରାଜ୍ୟର ବିଧାନସଭା ନିର୍ବାଚନ ମାର୍ଚ୍ଚ ୨୭ରୁ ଏପ୍ରିଲ୍‌ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନିର୍ବାଚନ ଫଳାଫଳ ମେ ୨ରେ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ବାସଭବନରେ ଶୁକ୍ରବାର ପରଲୋକ ଘଟିଛି। ଦେହାନ୍ତ ବେଳକୁ ତାଙ୍କୁ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

Amarpali Nodal UP School: ୭ ଦିନରେ ଜଣେ ଶିକ୍ଷକଙ୍କ ଅବସର, ୨ ବଦଳି, ନିଯୁକ୍ତି ଦାବିରେ ଆନ୍ଦୋଳନ ଚେତାବନୀ

ଅମରପାଲି,୨୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଅନ୍ତର୍ଗତ ବୀରମହାରାଜପୁର ବ୍ଲକର ଏକ ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ଅମରପାଲି ନୋଡାଲ ୟୁପି ସ୍କୁଲ। ଏହି ସ୍କୁଲ ଏବେ ଶିକ୍ଷକ ଅଭାବରେ ଘାଣ୍ଟି…

୨ ଜାହାଜ ହାଇଜ୍ୟାକ୍‌: ଥିଲେ ୨୨ ଭାରତୀୟ ନାଗରିକ

ନୂଆଦିଲ୍ଲୀ,୨୧।୮: ୟେମେନ ଏବଂ ସୋମାଲିଆ ଉପକୂଳ ନିକଟରେ ଦୁଇଟି ପୃଥକ ଘଟଣାରେ ଜଳଦସ୍ୟୁମାନେ ମୋଟ ୨୨ ଜଣ ଭାରତୀୟ ନାଗରିକଙ୍କୁ ନେଇ ଦୁଇଟି ବାଣିଜି୍ୟକ ଜାହାଜକୁ ଅପହରଣ…

‘ଆଶୁତୋଷ ରାଙ୍କାଙ୍କ ଜୀବନ ପଛରେ ପଡିଛନ୍ତି ଭାଜପାର ଗୁଣ୍ଡା’, ଅଭିଜିତ ଦୀପକେଙ୍କ ଏଭଳି ଅଭିଯୋଗକୁ ନେଇ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୧।୮: ରାଜସ୍ଥାନର ରାଜଧାନୀ ଜୟପୁରରେ ‘କକରୋଚ ଜନତା ପାର୍ଟି’ (CJP) ନେତା ଆଶୁତୋଷ ରାଙ୍କାଙ୍କ ସହ ଘଟିଥିବା ଘଟଣାକୁ ନେଇ CJP ପ୍ରତିଷ୍ଠାତା ଅଭିଜିତ ଦୀପକେ…

ଆଶୁତୋଷ ରାଙ୍କାଙ୍କୁ ଘଉଡ଼ାଇଲେ ଗ୍ରାମବାସୀ: CJP କର୍ମୀ – ଲୋକଙ୍କ ମଧ୍ୟରେ ତୁମୁଳ ବିବାଦ

ନୂଆଦିଲ୍ଲୀ, ୨୧।୮: ଜୟପୁରରେ କଥିତ ଭାବେ ‘କକରୋଚ ଜନତା ପାର୍ଟି’ (CJP)ର ପ୍ରବକ୍ତା ଆଶୁତୋଷ ରାଙ୍କାଙ୍କୁ ଗ୍ରାମବାସୀ ଘଉଡ଼ାଇ ଦେଇଥିବା ଦାବି କରାଯାଇଛି। CJP କର୍ମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri