ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ।

ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପରେ ଫେବ୍ରୁଆରୀ ୨୨ରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ। ପୁନଃ ମାର୍ଚ୍ଚ ୭ରୁ ଏପ୍ରିଲ ୫ ପର୍ୟ୍ୟନ୍ତ ୨ୟ ପର୍ଯ୍ୟାୟ ଅଧିବେଶନ କାର୍ଯ୍ୟ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?