Posted inଜାତୀୟ

ଲଣ୍ଡନରେ ରାହୁଲଙ୍କ ବୟାନକୁ ନେଇ ଗୃହରେ ହଟ୍ଟଗୋଳ, ଲୋକ ସଭା-ରାଜ୍ୟ ସଭା ମଙ୍ଗଳବାର ପର୍ଯ୍ୟନ୍ତ ମୁଲତବି

ନୂଆଦିଲ୍ଲୀ,୧୩ ।୩: ପାର୍ଲାମେଣ୍ଟର ବଜେଟ ଅଧିବେଶନର ଦ୍ୱିତୀୟ ଚରଣ ସୋମବାରଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ଯେତେବେଳେ ଭାଜପା ରାହୁଲ ଗାନ୍ଧୀ ଲଣ୍ଡନରେ ଦେଇଥିବା ବୟାନକୁ ନେଇ କଥା ଉଠାଇ କଂଗ୍ରେସକୁ ଘେରିଲା, ଏପଟେ ବିରୋଧୀ ଅଦାନୀଙ୍କ ଉପରେ ହିଣ୍ଡନବର୍ଗ ରିପୋର୍ଟର ମାମଲା ଉଠାଇଲା । ଏହାରି ଭିତରେ ପାର୍ଲାମେଣ୍ଟର ଦୁଇଟି ଯାକ ସଦନ ଲୋକ ସଭା ଓ ରାଜ୍ୟ ସଭାରେ ହଟ୍ଟଗୋଳ ଲାଗି ରହିଥିଲା । ପ୍ରଥମେ ଗୃହକୁ ଦିନ ୨ଟା ପର୍ଯ୍ୟନ୍ତ ସ୍ଥଗିତ କରାଯାଇଥିବା ବେଳେ ହଟ୍ଟଗୋଳ ନ କମିବାରୁ ଉଭୟ ଗୃହକୁ ମଙ୍ଗଳବାର ପର୍ଯ୍ୟନ୍ତ ମୁଲତବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri