Categories: Video

ସଂସଦର ବଜେଟ ଅଧିବେଶନ ଆରମ୍ଭ

ଆଜି ଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ । ଅଧିବେଶନ ଆରମ୍ଭରୁ ସଂସଦର ଉଭୟ ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଦେଶ ସ୍ୱାଧୀନତାର ୭୫ବର୍ଷ ଉପଲକ୍ଷେ ଅମୃତ ମହୋତ୍ସବ ପାଳନ କରାଯାଉଛି । ଦେଶର ସ୍ୱାଧୀନତା ସଂଗ୍ରାମୀଙ୍କୁ ରାଷ୍ଟ୍ରପତି ପ୍ରଣାମ ଜଣାଇଛନ୍ତି ।