Posted inଜାତୀୟ

ଜାନୁଆରୀ ୩୧ରୁ ବଜେଟ ଅଧିବେଶନ ଆରମ୍ଭ, ଉପସ୍ଥାପିତ ହେବ ୧୭ତମ ଲୋକ ସଭାର ଅନ୍ତିମ ବଜେଟ

ନୂଆଦିଲ୍ଲୀ,୧୨।୧: ସଂସଦର ବଜେଟ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୯ ପର୍ଯ୍ୟନ୍ତ ଚାଲିବ। ଏହା ୧୭ତମ ଲୋକ ସଭାର ଅନ୍ତିମ ବଜେଟ ହେବ। ଏନେଇ ଶୁକ୍ରବାର ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି। ଏହି ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ବୋଧନ ଦେବେ। ସେହିଭଳି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିବେ।

ଚଳିତ ବର୍ଷ ନିର୍ବାଚନ ହେବାକୁ ଥିବା ବେଳେ ଆସନ୍ତା ଜୁନ ୧୬ରେ ଲୋକ ସଭାର କାର୍ଯ୍ୟକାଳ ଶେଷ ହେବ। ଏଣୁ ନିର୍ବାଚନରେ ବିଜେତା ହେବା ସରକାର ପରେ ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିବେ। ୨୦୧୯ରେ ମାର୍ଚ୍ଚ ୧୦ରେ ନିର୍ବାଚନ ନେଇ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri