ମାଗଣା ବିଜୁଳିକୁ ନେଇ ବଡ଼ ବୟାନ ଦେଲେ ଅର୍ଥମନ୍ତ୍ରୀ: କହିଲେ…

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ ବଢୁଛି।
ଅନ୍ୟପକ୍ଷେ, ମାଗଣା ବିଜୁଳିକୁ ନେଇ ଅର୍ଥମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନା ଆରମ୍ଭ କରାଯାଇଛି । ଏହି ଯୋଜନାରେ ଛାତରେ ସୋଲାର ପ୍ୟାନେଲ ଲଗାଯିବ । ଏଥିରେ ୧ କୋଟି ପରିବାରକୁ ପ୍ରତି ମାସରେ ୩ ଶହ ୟୁନିଟ ମାଗଣା ବିଜୁଳି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ତିଆରି କଲା ଏମିତି ବିନାଶକାରୀ ମିଶାଇଲ୍‌: ସାରା ବିଶ୍ୱ ଥରହର, ପଛରେ ରହିଗଲେ ଚାଇନା-ଆମେରିକା

ନୂଆଦିଲ୍ଲୀ,୧୭।୭: ଭାରତର ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ସମ୍ପ୍ରତି ବିକଶିତ ନୂତନ ଅସ୍ତ୍ର କେବଳ ବୈଷୟିକ ଦୃଷ୍ଟିକୋଣରୁ ନୁହେଁ ବରଂ ରଣନୈତିକ...

କଂଗ୍ରେସରେ ଫାଟ! ଓଡ଼ିଶା ବନ୍ଦବେଳେ ପଦାରେ ପଡ଼ିଲା ଗୋଷ୍ଠୀକନ୍ଦଳ

ସାଲେପୁର,୧୭।୭(ଅରବିନ୍ଦ ଭୂୟାଁ):ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାର ପ୍ରତିବାଦରେ ଆଜି ସାଲେପୁରଠାରେ କଂଗ୍ରେସ ଦଳର ଦୁଇଗୋଷ୍ଠୀ ମଧ୍ୟରେ ମୁହଁାମୁହିଁ ପରିସ୍ଥିତି ସୁଷ୍ଟି ହୋଇଛି । ସାଲେପୁର କୁଆପାଳ...

କଂଗ୍ରେସ, ବାମଦଦଳର ବନ୍ଦ ଡାକରାରେ ପଟ୍ଟାମୁଣ୍ଡାଇ ଠପ

ପଟ୍ଟାମୁଣ୍ଡାଇ,୧୭।୭,(କଳ୍ପତରୁ ନାୟକ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ସରକାରୀ ଉଦାସୀନତାର ପ୍ରତିବାଦରେ କଂଗ୍ରେସ ଏବଂ ବାମଦଦଳ ଗୁଡିକ ପକ୍ଷରୁ...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ,ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି

କୋଟପାଡ଼,୧୭ା୭(ରାଜଶେଖର): କୋଟପାଡ଼ କଂଗ୍ରସ କମିଟି ଛତିଶଗଡ଼ ଓଡ଼ିଶା ଜାତୀୟ ରାଜପଥ ୬୩ ଫାଟକ ନିକଟରେ ପ୍ରତିବାଦ, ଶତାଧିକ ଭାରୀଯାନ ରାସ୍ତା ଦୁଇ ପାର୍ଶ୍ୱରେ ଅଟକିଛି l...

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

FM କଲେଜ ଘଟଣା ପରେ ଗଣଶିକ୍ଷା ବିଭାଗର ବଡ଼ ନିର୍ଦ୍ଦେଶ, ଏବେ ସ୍କୁଲରେ…

ଭୁବନେଶ୍ୱର,୧୭।୭: ରାଜ୍ୟର ସମସ୍ତ ସରକାରୀ ସ୍କୁଲମାନଙ୍କରେ କଲେଜ ଭଳି ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ICC) ଗଠନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି...

ସୌମ୍ୟାଶ୍ରୀ ବିଶି ପରିବାରକୁ ନ୍ୟାୟ ଦାବିରେ ଚକଅଖ ସବୁ ଠପ୍‌

ପାରଳାଖେମୁଣ୍ଡି,୧୭।୭(ଗିରିଧାରୀ ପରିଛା): ବାଲେଶ୍ୱର ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମହତ୍ୟା ଘଟଣା ଓ ପରିବାରକୁ ନ୍ୟାୟ ଦାବିରେ ଗୁରୁବାର ସାରା ରାଜ୍ୟରେ କଂଗ୍ରେସ...

ଲଗାତାର ଅଷ୍ଟମ ଥର ପାଇଁ ସ୍ବଚ୍ଛ ସହର ତାଲିକାରେ ଏକ ନମ୍ବରରେ ରହିଲା ଇନ୍ଦୋର, ଜାଣନ୍ତୁ ଏହାପରେ ରହିଛି କେଉଁ ସହର

ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri