ଅଗଷ୍ଟ ୧୫ରୁ ଗ୍ରହଙ୍କ ଶୁଭ ସଂଯୋଗ, ଧନୁ-ମକର ସମେତ ୫ ରାଶିଙ୍କ ବଢିବ ବ୍ୟାଙ୍କ୍‌ ବାଲାନ୍ସ, ମାଲାମାଲ୍‌ ହେବେ…

ଆଜି ଶନିବାର ସନ୍ଧ୍ୟା ୪ଟା ୫୧ ମିନିଟ୍‌ରେ ବୁଧ ଏବଂ ଗୁରୁ (ବୃହସ୍ପତି) ଦୁଇ ଗ୍ରହ ୦ ଡିଗ୍ରୀରେ ଉପସ୍ଥିତ ରହିବେ। କର୍କଟ ରାଶିରେ ଏହି ଦୁଇ ଗ୍ରହଙ୍କ ଯୁତି (ସଂଯୋଗ) ନିର୍ମାଣ ହେବ। ଏହି ଯୁତିର ପ୍ରଭାବ କେଉଁ କେଉଁ ରାଶି ଉପରେ ପଡ଼ିବ, ଆସନ୍ତୁ ଜାଣିବା।
ବୁଧ-ଗୁରୁ ଯୁତି ରାଶିଫଳ
ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ବୁଧ ଏବଂ ଗୁରୁଙ୍କ ଯୁତି ଦ୍ୱାରା ବୁଦ୍ଧି, ଜ୍ଞାନ ଏବଂ ବ୍ୟବସାୟରେ ବୃଦ୍ଧି ଘଟିଥାଏ। ଆଜି ଏହି ଯୁତିର ପ୍ରଭାବରୁ ବୃଷ, ସିଂହ, ଧନୁ, ମକର ଏବଂ ମୀନ ରାଶିର ବ୍ୟକ୍ତିମାନଙ୍କୁ ଲାଭ ମିଳିବ। ଏହି ଲୋକମାନଙ୍କୁ କ୍ୟାରିୟରରେ ଅଗ୍ରଗତିର ନୂଆ ଅବସର ମିଳିବ।
ବୃଷ ରାଶି
କ୍ୟାରିୟର ଦୃଷ୍ଟିକୋଣରୁ ବୃଷ ରାଶିର ବ୍ୟକ୍ତିମାନଙ୍କ ପାଇଁ ସମୟ ଭଲ ରହିବ। ଏହି ଲୋକମାନଙ୍କୁ ଆର୍ଥିକ ଲାଭ ହେବ। ଚାକିରିଆ ଲୋକଙ୍କୁ ସେମାନଙ୍କ ପରିଶ୍ରମର ଫଳ ମିଳିବ। ପାରିବାରିକ ଜୀବନ ପାଇଁ ସମୟ ଭଲ ରହିବ। ଟଙ୍କା ସଞ୍ଚୟ କରିବାରେ ସମର୍ଥ ହେବେ।
ସିଂହ ରାଶି
ସିଂହ ରାଶିର ଲୋକମାନଙ୍କ ପାଇଁ ଧନଲାଭର ରାସ୍ତା ଖୋଲିବ। ଅଚାନକ ଭାଗ୍ୟର ସାଥ୍ ମିଳିବ। କ୍ୟାରିୟରରେ ସଫଳତା ମିଳିବ। ଦୀର୍ଘ ଦିନରୁ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ ହେବ। ବିନିଯୋଗ (ଇନଭେଷ୍ଟମେଣ୍ଟ) ରୁ ଆପଣଙ୍କୁ ଭଲ ରିଟର୍ଣ୍ଣ ମିଳିବ। ଆପଣଙ୍କ ମାନ-ସମ୍ମାନରେ ବୃଦ୍ଧି ଘଟିବ।
ଧନୁ ରାଶି
ଧନୁ ରାଶିର ଲୋକମାନଙ୍କ ପାରିବାରିକ ଜୀବନ ସୁଖମୟ ରହିବ। ଏହି ଲୋକମାନଙ୍କୁ ଯୋଜନା କରି କାମ କରିବା ଦ୍ୱାରା ସଫଳତା ମିଳିବ। ଅଚାନକ ଖୁସି ମିଳିପାରେ। ଆର୍ଥିକ ସ୍ତରରେ ଆପଣଙ୍କୁ ଲାଭ ହୋଇପାରେ।
ମକର ରାଶି
ମକର ରାଶିର ଲୋକଙ୍କ ଆର୍ଥିକ ସ୍ଥିତି ପାଇଁ ସମୟ ଭଲ ରହିବ। ଆପଣଙ୍କୁ ଅଚାନକ ଧନଲାଭ ମିଳିପାରେ। ବ୍ୟବସାୟୀମାନଙ୍କୁ ବଡ଼ ଡିଲ୍ ହେବା ଦ୍ୱାରା ଫାଇଦା ହେବ। ଚାକିରିଆ ଲୋକଙ୍କୁ ପଦୋନ୍ନତି (ପ୍ରମୋସନ୍) ଏବଂ ଦରମା ବୃଦ୍ଧିର ଖୁସି ମିଳିପାରେ।
ମୀନ ରାଶି
ମୀନ ରାଶିର ଲୋକମାନଙ୍କୁ କ୍ୟାରିୟରରେ ସଫଳତା ମିଳିବ। ଏହି ଲୋକମାନଙ୍କ ଲଭ୍ ଲାଇଫ୍ (ପ୍ରେମ ଜୀବନ) ପାଇଁ ସମୟ ଭଲ ରହିବ। ଗୁରୁ ଏବଂ ବୁଧଙ୍କ ଯୁତି ପ୍ରଭାବରୁ ଘର-ପରିବାରର ପରିବେଶ ହସଖୁସିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ଅବହେଳାରୁ ଛାତ୍ରୀ ମୃତ୍ୟୁ ଅଭିଯୋଗ, କାର୍ଯ୍ୟାନୁଷ୍ଠାନ, କ୍ଷତିପୂରଣ ଦାବିରେ ଧାରଣା

ନୂଆପଡ଼ା,୧୮।୧୧(ମକାରୁ ବେମାଲ): ନୂଆପଡ଼ା ଜିଲା ବୋଡେନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ ନର୍ସଙ୍କ ଅବହେଳା ଯୋଗୁ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ…

ସରକାରଙ୍କ ବଡ଼ ନିଷ୍ପତ୍ତି; ଘୁଞ୍ଚିଲା ପଞ୍ଚାୟତ ନିର୍ବାଚନ, ବିଧାନସଭା ପରେ….

ଲକ୍ଷ୍ନୌ,୧୮।୧୧: ଉତ୍ତରପ୍ରଦେଶରେ ପଞ୍ଚାୟତ ନିର୍ବାଚନକୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର । ପଞ୍ଚାୟତ ନିର୍ବାଚନ କରାଇବାର ସମୟସୀମାକୁ ଆଉ ୬ ମାସ ବୃଦ୍ଧି କରାଯାଇଛି…

ରେଡ୍ ଜୋନ୍‌ରେ ଗଞ୍ଜାମ: ଅଫିସରଙ୍କ ହଜିଗଲାଣି ନିଦ, ଚିନ୍ତାରେ ଲୋକେ; ନିୟୋଜିତ ହେଲେ ୪୦ ଉଦ୍ଧାରକାରୀ ଦଳ…

ଭଞ୍ଜନଗର, ୧୮।୧୧ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ଲଗାଣ ବର୍ଷାକୁ ନେଇ ଗଞ୍ଜାମ ଜିଲାରେ ଆଶଙ୍କା ବଢ଼ିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।…

ପ୍ଲେଇଂ ଇଲେଭେନ୍‌ରେ ସୁଯୋଗ ନମିଳିବାକୁ ରାଗିଗଲେ ଖେଳାଳି, କହିଲେ ମୋର ଆତ୍ମସମ୍ମାନ….

ନୂଆଦିଲ୍ଲୀ, ୧୮।୧୧: ଦୋହାରେ ନଭେମ୍ବର ୧୯ରୁ ଆରମ୍ଭ ହେବ ୨୦୨୬ ପୁରୁଷ ଇମର୍ଜିଂ ଏସିଆ କପ୍‌ । ଏହି ଟୁର୍ଣ୍ଣାମେଣ୍ଟରେ ଇଣ୍ଡିଆ-ଏ ପକ୍ଷରୁ ଖେଳିବେ ଭାରତୀୟ ଅଲରାଉଣ୍ଡର…

Litton Das: ପ୍ରଥମେ ଶତକ, ଏବେ ଉଇକେଟକିପିଂରେ ରଚିଲେ ଇତିହାସ, ଭାଙ୍ଗିଲେ ୪୭ ବର୍ଷ ପୁରୁଣା ବିଶ୍ୱ ରେକର୍ଡ

ଢାକା/ଜୋହାନ୍ସବର୍ଗ,୧୮।୧୧: ଟେଷ୍ଟ କ୍ରିକେଟରେ ବାଂଲାଦେଶର ଖେଳାଳିମାନେ କ୍ରମାଗତ ଭାବେ ନିଜର ଦକ୍ଷତା ପ୍ରମାଣିତ କରୁଛନ୍ତି । ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ଭୂମିରେ ଚମତ୍କାର ପ୍ରଦର୍ଶନ ଜାରି…

ବାତ୍ୟା ଅକ୍ବାନ; ଉପକୂଳ ଅଞ୍ଚଳରେ ଆଲର୍ଟ ପ୍ରଶାସନ, ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଜାରି

ମହାକାଳପଡ଼ା,୧୮ା୧୧(ପ୍ରତାପ ଚନ୍ଦ୍ର ସ୍ୱାଇଁ): ବଙ୍ଗୋସାଗର ସୃଷ୍ଟି ବାତ୍ୟା ଅକ୍ବାନ ଓଡିଶା ମୁହାଁ ହେଉଛି । ଏହା ପ୍ରଭାବରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର କେତେକ…

ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି: ପ୍ରଥମ ମ୍ୟାଚ୍‌ରେ ମାଲେସିଆକୁ ଭେଟିବ ଭାରତ

ଭୋପାଳ,୧୮।୧୧: ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ହକି ଟୁର୍ନାମେଣ୍ଟ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ସିଜନରେ ଚମତ୍କାର ଫର୍ମରେ ଥିବା ଭାରତୀୟ ଦଳ ଟୁର୍ନାମେଣ୍ଟ ଜିତିବା…

ବାତ୍ୟା ଅକ୍ବାନ: ଝିପିଝିପି ବର୍ଷା ଆରମ୍ଭ, ଦୁର୍ଗମ ଅଞ୍ଚଳରୁ ଲୋକଙ୍କୁ ଉଦ୍ଧାର ଜାରି

ପାତ୍ରପୁର,୧୮ା୧୧(ଉମା ଚରଣ ନେପାକ): ସମ୍ଭାବ୍ୟ ବାତ୍ୟା ଅକ୍ବାନକୁ ନେଇ ପାତ୍ରପୁର ବ୍ଲକ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଜୋରଦାର କରାଯାଇଛି । ପାହାଡ଼ିଆ ଓ ନଦୀ ଅବବାହିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?