୧୨ ମାସ ପରେ ଏସବୁ ରାଶିରେ ରାଜଯୋଗ, ହେବ ଧନବର୍ଷା, ବଢ଼ିବ ପଦ ପ୍ରତିଷ୍ଠା

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ ଅଗଷ୍ଟ ମାସଠାରୁ ବୁଦ୍ଧାଦିତ୍ୟ ରାଜଯୋଗ ସୃଷ୍ଟି ହେଉଛି। ଏହି ରାଜଯୋଗ ସିଂହ ରାଶିରେ ହେବ ଏହାଦ୍ୱାରା କିଛି ରାଶିର ଭାଗ୍ୟ ବଦଳିଯାଇପାରେ। ଏଥିସହ ସେମାନଙ୍କ କ୍ୟାରିୟର ଏବଂ ବ୍ୟବସାୟରେ ଲାଭ ହେବ। ଆସନ୍ତୁ ଜାଣିବା ସେସବୁ ରାଶି ବିଷୟରେ…

ଧନୁ ରାଶି: ଏସବୁ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ବୁଦ୍ଧାଦିତ୍ୟ ରାଜଯୋଗ ସକରାତ୍ମକ ସାବ୍ୟସ୍ତ ହେବ। କାରଣ ଏହି ଯୋଗ ଆପଣଙ୍କ ରାଶିର ଭାଗ୍ୟ ସ୍ଥାନରେ ହେବାକୁ ଯାଉଛି। ଏଥିପାଇଁ ଆପଣଙ୍କ ଭାଗ୍ୟ ଚମକିପାରେ। ବିଦ୍ୟାର୍ଥୀମାନଙ୍କପାଇଁ ଏହି ସମୟ ବହୁତ ଲାଭଦାୟକ। ଉଚ୍ଚଶିକ୍ଷା ଗ୍ରହଣ କରିବାରେ ସଫଳତା ମିଳିବ। ଏହି ସମୟରେ ଆପଣଙ୍କ କାମ ସହ ବ୍ୟବସାୟରେ ଲାଭ ମିଳିବ। ଅଟକି ଥିବା କାମ ସମାପ୍ତ ହେବ। ମାନ ସମ୍ମାନ ସହ ପ୍ରତିଷ୍ଠା ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ତୀର୍ଥ ଯାତ୍ରା ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଚାକିରି କ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି।

ସିଂହ ରାଶି: ବୁଦ୍ଧାଦିତ୍ୟ ରାଜଯୋଗ ସିଂହ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଶୁଭଫଳ ପ୍ରଦାନ କରିବ। କାରଣ ଏହା ରାଶିର ଲଗ୍ନ ସ୍ଥାନରେ ହେଉଛି। ଏହି ସମୟରେ ଆପଣଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କାର୍ଯ୍ୟ କରିବାର ଶୈଳୀରେ ପରିବର୍ତ୍ତନ ହେବ। ମାନ ସମ୍ମାନ ଏବଂ ପ୍ରତିଷ୍ଠା ଲାଭ ହେବ। ଚାକିରି କ୍ଷେତ୍ରରେ ପରିଶ୍ରମର ଫଳ ମିଳିବ। ବୈବାହିକ ଜୀବନରେ ଖୁସିର ମାହୋଲ ରହିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଜୀବନସାଥୀଙ୍କ ସହ ନୂଆ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ତୁଳା ରାଶି: ଏହି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ବୁଦ୍ଧାଦିତ୍ୟ ରାଜଯୋଗ ଆୟ ସହ ନିବେଶ ଦୃଷ୍ଟିରୁ ଶୁଭ ସାବ୍ୟସ୍ତ ହେବ। ଏହି ସମୟରେ ଆପଣଙ୍କ ଆୟ ବଢ଼ିବ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ଶେୟାର ବଜାର, ଲଟେରୀ ଆଦିରେ ଲାଭର ଯୋଗ ରହିଛି। ଚାରିଆଡ଼ୁ ଆୟର ସ୍ରୋତ ପ୍ରାପ୍ତ ହେବ। ସରକାରୀ ଚାକିରିଆଙ୍କୁ ବିଶେଷ ଲାଭ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?