ଚତୁର୍ଥ ଦିବସରେ ମା’ଙ୍କ ଯାତ୍ରା: ପ୍ରବଳ ଜନସମାଗମ

ଦିଗପହଣ୍ଡି,୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିସ୍ଥିତ ଅସ୍ଥାୟୀ ମଣ୍ଡପରେ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ଚତୁର୍ଥ ଦିବସରେ ପହଞ୍ଚିଛି। ପୀଠରେ ମୁଖ୍ୟ ପୁରୋହିତ ସନାତନ ରଥ ଏବଂ ସେବାୟତ ଆଦିଦ୍ୟ ପାତ୍ରଙ୍କ ପୂଜାର୍ଚ୍ଚନା ସହ ସନ୍ଧ୍ୟା ଆଳତି ହୋଇଥିଲା। ଘଟ ପରିକ୍ରମା ପାଇଁ ଆଜ୍ଞାମାଳ ପରେ ମୁଖ୍ୟ ଘଟକୁ ଶୋଭାଯାତ୍ରାର ସମ୍ମୁଖ ଭାଗରେ ରଖାଯାଇଥିଲା। ପାର୍ଶ୍ୱଘଟଧାରୀ ମହିଳାମାନେ ମା’ଙ୍କ ଘଟ ଧାରଣ କରିଥିଲେ। ବିଭିନ୍ନ ବାଦ୍ୟଯନ୍ତ୍ର ସହ ହୁଳହୁଳି ଶବ୍ଦରେ ଘଟ ଶୋଭାଯାତ୍ରା ପୀଠରୁ ବାହାରି ବଜାର ସାହି,କମାର ସାହି ଗଳି ଦେଇ ଗୋପବନ୍ଧୁ ସାହି,ସାନବ୍ରାହ୍ମଣ ସାହି, ସୁନାରୀ ସାହି ଉତ୍ତରପଟ ଓ ଦକ୍ଷିଣପଟ ଦେଇ ଗୋଲାଦୁଲା ସାହି, ନୂଆସାହିରେ,ମୁଖାର୍ଜୀ ଗଳି,କମା ସାହି,କରଣ ସାହି,ହାଇସ୍କୁଲ୍‌ ରୋଡ୍‌,ବିଦ୍ୟାରତ୍ନ ସାହି,ଅନ୍ନପୂର୍ଣ୍ଣା ସାହି,ଗୁଡ଼ିଆ ଗଳି ଦେଇ ଯାତ୍ରା ପୀଠକୁ ପ୍ରତ୍ୟାବର୍ତ୍ତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲ୍‌ଦୁଲିର ରହିଛି ମହନୀୟତା

ଝାରସୁଗୁଡ଼ା ଅଫିସ,୧୫।୧: ଜିଲା ପ୍ରଶାସନ ଓ ଜିଲା ସଂସ୍କୃତି ପରିଷଦ ତରଫରୁ ସରହବାହାଲ ହାଇସ୍କୁଲ୍‌ ପଡିଆରେ ୨୧ତମ ଜିଲା ମହୋତ୍ସବ ଦୁଲ୍‌ଦୁଲି ଶନିବାର ଆରମ୍ଭ ହୋଇଛି।...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୦।୩: ଶିମିଳିପାଳ ଅଭୟାରଣ୍ୟକୁ ନିଆଁରୁ ସୁରକ୍ଷା ଏବଂ ଗ୍ରାମାଞ୍ଚଳରେ ଲୋକଙ୍କୁ ପାନୀୟ ଜଳ ଯୋଗାଣ ଦାବିକୁ ନେଇ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ...

ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ

ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା...

ହରିୟାଣା ପୋଲିସ ହଟହଟା

ବାହାନଗା, ୨୪ା୧(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ହେରଫେର ଅଭିଯୋଗରେ ଫେରାର ଥିବା ବାଲେଶ୍ୱର ବାହାନଗା ଅଞ୍ଚଳର ୨ଯୁବକଙ୍କୁ ଗିରଫ କରିବାକୁ ଆସି ହରିୟାଣା ପୋଲିସ ହଟହଟା ହୋଇଛି।...

ଗଞ୍ଜାମ ପାଇଁ ଗୌରବ ଆଣିଲେ ରାଜେନ୍ଦ୍ର

ଗଞ୍ଜାମ,୧୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୭ ନଂ ଓ୍ବାର୍ଡ କୈବର୍ତ୍ତ ସାହିର ରାଜେନ୍ଦ୍ର କୁମାର ସାହୁ ୨୦୨୨ ଆଇଆଇଟି ପରୀକ୍ଷାରେ ସର୍ବ ଭାରତୀୟସ୍ତରରେ ୬୨୦ ନମ୍ବର...

ସନ୍ଦେହ ବଢ଼ାଉଛି ବେହିସାବ ଖର୍ଚ୍ଚ

ଯାଜପୁର ଅଫିସ,୨୮ା୧୦: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବନ୍ୟା, ବାତ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ବାବଦ ପୁନରୁଦ୍ଧାର ଓ ଥଇଥାନ ରାଶିର ହିସାବ ତଥା ବିନିଯୋଗ...

ଘୁଣ୍ଟିପଶି ଗ୍ରାମ୍ୟ ରାସ୍ତା ନିର୍ମାଣ ନିମ୍ନମାନର:ସୂଚନା ଫଳକରେ ଅସମ୍ପୂର୍ଣ୍ଣ ତଥ୍ୟ

ଝୁମ୍ପୁରା, ୩୦।୬(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ନହବେଡା ପଞ୍ଚାୟତର ଜଙ୍ଗଲାଞ୍ଚଳରେ ଅବସ୍ଥିତ ଘୁଣ୍ଟିପଶି ଗ୍ରାମ। ନହବେଡା ଗ୍ରାମ ପଞ୍ଚାୟତର ୱାର୍ଡ ନଂ ୧୨ରେ ଏହି ଗ୍ରାମଟି ରହିଥିବା...

କୁଆପଥର ବର୍ଷା, ଫସଲ ହାନି

ଛେଣ୍ଡିପଦା,୫ ।୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନ ୩ଟାରେ ଅଦିନିଆ ଝଡ଼ବର୍ଷା ସହ ପ୍ରବଳ କୁଆପଥର ମାଡ଼ ହୋଇଥିଲା। ଫଳରେ...

Advertisement
Archives

Model This Week