Posted inଜାତୀୟ

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି ଲୋକ ଫସି ରହିଥିବା ଅନୁମାନ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁସାରେ ଦୁଇ ଜଣ ଲୋକଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରାଯାଇଛି । ଏନ୍‌ଡିଆର୍‌ଏଫ୍‌, ପୋଲିସ, ଅଗ୍ନିଶମ ଦଳ ଏବଂ ନଗରପାଳିକାର ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଜଣେ ଅଗ୍ନିଶମ ବିଭାଗର ଜଣେ ଅଧିକାରୀ କହିଛନ୍ତି ଯେ, ସେମାନେ ସକାଳ ୪.୫୦ ସମୟରେ କୋଠା ଭୁଶୁଡ଼ିବା ସମ୍ପର୍କରେ ସୂଚନା ପାଇଥିଲେ । ସୂଚନା ପାଇବା ପରେ, ଆମ ଦଳ ଏଠାରେ ପହଞ୍ଚିଥିଲା । ଦୁଇଜଣ ଲୋକ ଫସି ରହିଥିବା ଦେଖି ଆମେ ସେମାନଙ୍କୁ ଉଦ୍ଧାର କରିଛୁ । ମହମ୍ମଦ ସିରାଜ ନାମକ ଜଣେ ବ୍ୟକ୍ତି ନିଖୋଜ ଅଛନ୍ତି ଏବଂ ତାଙ୍କୁ ଖୋଜାଖୋଜି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

ନେଦରଲାଣ୍ଡ୍ସ ୭ ଉଇକେଟରେ ବିଜୟୀ: ସୁପର-୮ ଆଶା ଉଜ୍ଜୀବିତ

ନୂଆଦିଲ୍ଲୀ, ୧୦ା୨: ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ‘ଏ’ ମ୍ୟାଚରେ ନେଦରଲାଣ୍ଡ୍ସ ୭ ଉଇକେଟରେ ନାମିବିୟାକୁ ହରାଇ ଦେଇଛି। ପ୍ରଥମ ମ୍ୟାଚରେ ପାକିସ୍ତାନଠାରୁ…

ଫେବୃଆରୀ ୧୨ରେ ଭାରତ ବନ୍ଦ, ଜାଣନ୍ତୁ ବ୍ୟାଙ୍କ ଖୋଲା ରହିବ ନା ବନ୍ଦ…

ନୂଆଦିଲ୍ଲୀ,୧୦।୨: ଯଦି ଆପଣଙ୍କର କୌଣସି ବ୍ୟାଙ୍କ କିମ୍ୱା ସରକାରୀ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ କାମ ଅଛି ଏବଂ ଆପଣ ଏହାକୁ ଫେବୃଆରୀ 12 ତାରିଖରେ ସମାପ୍ତ କରିବାକୁ ଯୋଜନା…

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ…

ଏମ୍‌କେସିଜିରେ ଭର୍ତ୍ତି ହେଲେ ବିକ୍ରମ: ହୋଇପାରେ ଅସ୍ତ୍ରୋପଚାର

ବ୍ରହ୍ମପୁର,୧୦ା୨(ସୁବାସ ଚନ୍ଦ୍ର ପାଢ଼ୀ): ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ମଙ୍ଗଳବାର ଏମ୍‌କେସିଜି ମେଡିକାଲରେ…

ସୁନା ୩ହଜାର ରୂପା ୯ହଜାର, ୧୦ଦିନରେ ଆହୁରି ଖସିବ…

ନୂଆଦିଲ୍ଲୀ,୧୦।୨: ୧ ଫେବୃଆରୀରୁ ୧୦ ଫେବୃଆରୀ, ୨୦୨୬ ପର୍ଯ୍ୟନ୍ତ ଗତ ୧୦ ଦିନ ମଧ୍ୟରେ ସୁନା ଏବଂ ରୂପା ମୂଲ୍ୟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଖାଦେଇଛି। ଜାନୁଆରୀ ଶେଷରେ…

ପାଞ୍ଜି, କ୍ୟାଲେଣ୍ଡରରେ ତଥ୍ୟ ନିର୍ଭୁଲ ରହିବ: ଭୁଲ ଛାପିଲେ ହେବ…

ପୁରୀ,୧୦।୨: ପୁରୀ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ପଞ୍ଜିକା ସମୀକରଣ ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ଗଣମାଧ୍ୟମକୁ ଏକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri