Posted inଜାତୀୟ

ରାଜଧାନୀରେ ଭୁଶୁଡ଼ିଲା ୪ ମହଲା କୋଠା: ୪ ଜଣଙ୍କ ଜୀବନ ଗଲା, ଅନେକ ଫସିଥିବା ଆଶଙ୍କା

ନୂଆଦିଲ୍ଲୀ,୧୯ା୪: ରାଜଧାନୀ ଦିଲ୍ଲୀର ମୁସ୍ତଫାବାଦରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୪ରୁ ଅଧିକ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟପକ୍ଷରେ ଭଗ୍ନାବଶେଷ ତଳେ ଅନେକ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି।

Delhi building collapse

ପୋଲିସ ସୂଚନାନୁଯାୟୀ, ଏନ୍‌ଡିଆର୍‌ଏଫ୍‌, ଅଗ୍ନିଶମ କର୍ମଚାରୀ ଏବଂ ଦିଲ୍ଲୀ ପୋଲିସର ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ପୋଲିସ ଆହୁରି କହିଛି, ସେମାନେ କୋଠା ଭୁଶୁଡ଼ିବା କାରଣ ଖୋଜୁଛନ୍ତି।

ଶନିବାର ଜଣେ ସ୍ଥାନୀୟ ବାସିନ୍ଦାଙ୍କ ଦ୍ୱାରା ଶେୟାର କରାଯାଇଥିବା CCTV ଫୁଟେଜରେ, ଭୁଶୁଡ଼ିବାର ସଠିକ ମୁହୂର୍ତ୍ତ ବା ସମୟ କଏଦ ହୋଇଛି। କୋଠା ଭୁଶୁଡ଼ିବା ପରେ, ପ୍ରବଳ ପବନ ଏବଂ ଧୂଳି ଉଡ଼ୁଥିବାର ଦେଖାଯାଉଛି।

ଗତ ସପ୍ତାହରେ, ଦିଲ୍ଲୀ-NCR ଅଞ୍ଚଳରେ ପୃଥକ୍‌ ଘଟଣାରେ ଏକ କୋଠା ଭୁଶୁଡ଼ିବା ଏବଂ ଏକ କାନ୍ଥ ଭୁଶୁଡ଼ିବା ଘଟଣାର ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା ଏବଂ ତିନି ଜଣ ଆହତ ହୋଇଥିଲେ।

ଦିଲ୍ଲୀର ମଧୁ ବିହାରରେ ଏକ କୋଠାର ଷଷ୍ଠ ମହଲାରେ ଏକ ନିର୍ମାଣାଧୀନ କାନ୍ଥ ଖସି ପଡ଼ିବାରୁ ଜଣେ ୬୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri