Posted inଜାତୀୟ

୧୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିଲା ବ୍ରିଜ୍‌: ଉଦ୍‌ଘାଟନ ପୂର୍ବରୁ ଭୁଶୁଡିଲା

ପାଟନା,୧୯।୧୨: ପାଞ୍ଚ ବର୍ଷ ତଳେ ନିର୍ମାଣ ହୋଇଥିବା ବିହାରର ଏକ ବ୍ରିଜ୍‌ ରବିବାର ଭୁଶୁଡି ପଡିଛି। ଘଟଣା ସମୟରେ ବ୍ରିଜ୍‌ ଉପରେ କେହି ନ ଥିବାରୁ ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। ୧୩ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଏହି ବ୍ରିଜ୍‌ଟି ବେଗୁସରାଇ ଜିଲାର ବୁରି ଗନ୍ଧକ ନଦୀ ଉପରେ ୧୩ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିଲା। ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ, ବ୍ରିଜ୍‌ଟି ଖୁବ୍‌ଶୀଘ୍ର ଉଦ୍‌ଘାଟିତ ହୋଇଥାନ୍ତା ହେଲେ ଏହା ପୂର୍ବରୁ ଭୁଶୁଡି ପଡିଛି। ତେବେ ଯାନବାହାନ ଉପରେ ଅନୁମତି ନ ଥିବାରୁ ବ୍ରିଜ୍‌ଟି କେବଳ ବ୍ୟବହୃତ ହେଉଥିଲା ବୋଲି ବାସିନ୍ଦା କହିଛନ୍ତି। ମୁଖ୍ୟମନ୍ତ୍ରୀ ଜାତୀୟ କୃଷି ଏବଂ ଗ୍ରାମୀଣ ବିକାଶ (ନାବାର୍ଡ) ଯୋଜନା ଅଧୀନରେ ଏହି ବ୍ରିଜ୍‌ଟି ନିର୍ମାଣ କରାଯାଇଥିଲା। ବ୍ରିଜ୍‌ ଭୁଶୁଡିବା ଯୋଗୁ ୨୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହେବେ ବୋଲି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟଥର ମାଉଣ୍ଟ ଏଭରେଷ୍ଟ ଆରୋହଣ କଲେ ଏହି ପର୍ବତାରୋହୀ

ହିସାର,୨୨।୫: ଆଧୁନିକ ଯୁଗରେ ଝିଅମାନେ ସବୁକ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇଛନ୍ତି। ଏହି କ୍ରମରେ ଯେଉଁଠାରେ ନିଃଶ୍ୱାସ ନେବା କଷ୍ଟକର ହୋଇପଡ଼ିଥାଏ, ସେହି ସ୍ଥାନ ଅର୍ଥାତ୍‌ ବିଶ୍ୱର...

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ...

ପ୍ରଥମଥର ଏମ୍‌ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା

ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା...

ଭାଜପା-ଶିବସେନା ୨୨୫ ଆସନରେ ଜିତିବ ବୋଲି ଦାବି କଲେ ଗୋୟଲ

ମୁମ୍ବାଇ,୨୧।୧୦: ମହାରାଷ୍ଟ୍ର ବିଧାନସଭା ଲାଗି ସୋମବାର ଭୋଟ ଗ୍ରହଣ କରାଯାଇଛି। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋୟଲ କହିଛନ୍ତି ମହାରାଷ୍ଟ୍ରରେ ଭାଜପା ଓ ଶିବସେନା ମେଣ୍ଟ...

ରାସ୍ତାରେ ଖେଳିଲେ ମୀନ

ବାରାଣସୀ,୩୦।୯: ସମସ୍ତେ ପୋଖରୀ ଓ ନଦୀମାନଙ୍କରେ ମାଛ ପହଁରୁଥିବାର ଦେଖିଥିବେ। ହେଲେ କେବେ ରାସ୍ତା ଉପରେ ମାଛ ପହଁରୁଥିବାର ଦେଖିଛନ୍ତି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି...

ଇଡି କାର୍ଯ୍ୟାଳୟରେ ରାହୁଲ ହାଜର ହେବାବେଳେ କଂଗ୍ରେସ ଦେଖାଇବ ଶକ୍ତି

ନୂଆଦିଲ୍ଲୀ,୯ ।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ୧୩ ଜୁନରେ ହାଜର ହେବାର ସମୟ ଦିଆଯାଇଛି । ନ୍ୟାଶନାଲ ହେରାଲ୍ଡ ମାମଲାରେ...

ସୋନାଲି ଫୋଗାଟ ମୃତ୍ୟୁ ମାମଲା, ହରିୟାଣା ଯିବ ଗୋଆ ପୋଲିସ

ପଣଜୀ,୩୦ ।୮: ଟିକ୍‌ଟକ୍ ଷ୍ଟାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତ୍ରୀ ସୋନାଲି ଫୋଗାଟଙ୍କ ମୃତ୍ୟୁ ଓ ଡ୍ରଗ୍ସ ମାମଲାର ଯାଞ୍ଚ କରିବାକୁ ଗୋଆ ପୋଲିସର...

ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କ ପରଲୋକ

ନୂଆଦିଲ୍ଲୀ,୨୯ା୫- ଖ୍ୟାତନାମା ଜ୍ୟୋତିର୍ବିଦ୍‌ ବେଜାନ ଦାରୁଓ୍ବାଲାଙ୍କର ଶୁକ୍ରବାର ପରଲୋକ ହୋଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ କଷ୍ଟ ଅନୁଭବ କରିବାରୁ ଗତ ସପ୍ତାହରେ ତାଙ୍କୁ...

Advertisement
Archives

Model This Week