Posted inଫୁରସତ

ଗୋଟିଏ ରାତିରେ ନିର୍ମାଣ କରାଯାଇଥିଲା ଏହି ମନ୍ଦିର: ଜାଗରରେ ହୋଇଥାଏ ଲକ୍ଷାଧିକ ଭକ୍ତଙ୍କ ସମାଗମ

ମହାଶିବରାତ୍ରି ଅବସରରେ ମଧ୍ୟପ୍ରଦେଶର ବିଦିଶା ଜିଲାରେ ଥିବା ଏକ ଶିବ ମନ୍ଦିରରେ ବିଶାଳ ମେଳାର ଆୟୋଜନ କରାଯାଇଥାଏ। ଜାଗରରେ ଏଠାକୁ ୧ ଲକ୍ଷରୁ ଅଧିକ ଭକ୍ତ ଦର୍ଶନ ପାଇଁ ଆସିଥାନ୍ତି। ପରମାର ବଂଶ ରାଜା ଉଦୟାଦିତ୍ୟଙ୍କ ଦ୍ୱାରା ନିର୍ମିତ ଏହି ମନ୍ଦିର ଆସ୍ଥା ଏବଂ ଶିଳ୍ପକଳା ସହିତ ଜଡ଼ିତ ରହିଛି। ଏହାର ନାମ ହେଉଛି ନୀଳକଣ୍ଠେଶ୍ୱର ମନ୍ଦିର। ଏହି ମନ୍ଦିରରେ ଥିବା ଦୁଇଟି ଶିଳାଲେଖରେ ୧୦୫୯ରୁ ୧୦୮୦ ଖ୍ରୀଷ୍ଟାବ୍ଦରେ ଉକ୍ତ ମନ୍ଦିର ନିର୍ମାଣ କରାଯାଇଥିବା ଲେଖାଯାଇଛି।

ନୀଳକଣ୍ଠେଶ୍ୱର ମନ୍ଦିରରେ ପ୍ରତିଦିନ ସୂର୍ଯ୍ୟ କିରଣରେ ଅଭିଷେକ କରାଯାଇଥାଏ। ସୂର୍ଯ୍ୟଙ୍କ ପ୍ରଥମ କରିଣ ମନ୍ଦିରର ଗର୍ଭଗୃହସ୍ଥିତ ଶିବଲିଙ୍ଗ ଉପରେ ପଡ଼ିଥାଏ। ଲୋକେ ଏହି ମନ୍ଦିରରେ ପ୍ରଥମେ ସୂର୍ଯ୍ୟଦେବଙ୍କୁ ଦେଖିବା ସହ ଭୋଳାନାଥଙ୍କ ଦର୍ଶନ ମଧ୍ୟ କରିଥାନ୍ତି।

ଏହି ମନ୍ଦିରର ଏକ ବିଶେଷତ୍ତ୍ୱ ହେଲା ଏହାର ନିର୍ମାଣ ପୌଷ ନକ୍ଷତ୍ରରେ କରାଯାଇଥିଲା। ମନ୍ଦିରର ନିର୍ମାଣ ଗୋଟିଏ ରାତିରେ ହିଁ କରାଯାଇଥିଲା। ରାଜା ଉଦୟାଦିତ୍ୟଙ୍କ ଦ୍ୱାରା ଏହାର ନିର୍ମାଣ କରାଯାଇଥିବାରୁ ଉଦୟେଶ୍ୱର ମହାଦେବ ନାମରେ ମଧ୍ୟ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?