Posted inଫୁରସତ

ଦୋକାନ ଛାତ ଉପରକୁ ଚଢିଗଲା ଷଣ୍ଢ: ଆଉ ତା’ପରେ…

ସୋସିଆଲ ମିଡିଆରେ ପ୍ରାୟତଃ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ,ଯାହା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଥାଏ। ନିକଟରେ ଷଣ୍ଢର ଏକ ଭିଡିଓ ଭାଇରାଲ ହୋଇଛି। ସାଧାରଣତଃ ରାସ୍ତାରେ ଷଣ୍ଢ ଯାଉଥିବାବେଳେ ଆକ୍ରମଣ ଭୟରେ ଲୋକେ ଷଣ୍ଢଠାରୁ ଦୂରେଇ ରହିବା ଆରମ୍ଭ କରନ୍ତି। କିନ୍ତୁ ଭାଇରାଲ ଭିଡିଓରେ ଭିନ୍ନ କିଛି ଦେଖିବାକୁ ମିଳିଛି। ଏକ ଷଣ୍ଡକୁ ଦୋକାନ ଉପରେ ଚଢିଥିବା ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଏକ ଷଣ୍ଢ ରାସ୍ତା କଡ଼ରେ ଥିବା ଏକ ଦୋକାନ ଘରର ଛାତ ଉପରକୁ ଚଢିଛି ଏବଂ ତଳକୁ ଓହ୍ଲାଇବା ପାଇଁ ସ୍ଥାନ ପାଇ ନାହିଁ। ଫଳରେ ସେ ଦୋକାନ ଉପରେ ନିଜ ନିୟନ୍ତ୍ରଣ କରି ନ ପାରି ତଳକୁ ଡେଇଁପଡିଛି। କିନ୍ତୁ ଷଣ୍ଢଟି ,ତେ ଉଚ୍ଚରୁ ଡେଇଁବା ପରେ ମଧ୍ୟ ଦୃଢତାର ସହ ଛିଡା ହୋଇ ଚାଲିବାକୁ ଲାଗିଥିଲା। ତେବେ ଏହି ଭିଡିଓ କେଉଁଠୁ ଆସିଛି ତାହା ଜଣା ପଡିନାହିଁ।
ଏହି ଭିଡିଓ ଇନଷ୍ଟାଗ୍ରାମରେ ajayattri_52 ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ଏପର୍ଯ୍ୟନ୍ତ ୬୮,୦୦୦ରୁ ଅଧିକ ଲୋକ ଏହି ଭିଡିଓକୁ ପସନ୍ଦ କରିଥିବାବେଳେ ଶହ ଶହ ଲୋକ ସେମାନଙ୍କ ମତାମତ ଦେଇଛନ୍ତି।

 

View this post on Instagram

 

A post shared by Ajay Attri (@ajayattri_52)


Enter your email to get our daily news in your inbox.

All Right Reserved By Dharitri.Com

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri