Posted inଫୁରସତ

ଦୋକାନ ଛାତ ଉପରକୁ ଚଢିଗଲା ଷଣ୍ଢ: ଆଉ ତା’ପରେ…

ସୋସିଆଲ ମିଡିଆରେ ପ୍ରାୟତଃ ଏମିତି କିଛି ଭିଡିଓ ଭାଇରାଲ ହୋଇଥାଏ,ଯାହା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଥାଏ। ନିକଟରେ ଷଣ୍ଢର ଏକ ଭିଡିଓ ଭାଇରାଲ ହୋଇଛି। ସାଧାରଣତଃ ରାସ୍ତାରେ ଷଣ୍ଢ ଯାଉଥିବାବେଳେ ଆକ୍ରମଣ ଭୟରେ ଲୋକେ ଷଣ୍ଢଠାରୁ ଦୂରେଇ ରହିବା ଆରମ୍ଭ କରନ୍ତି। କିନ୍ତୁ ଭାଇରାଲ ଭିଡିଓରେ ଭିନ୍ନ କିଛି ଦେଖିବାକୁ ମିଳିଛି। ଏକ ଷଣ୍ଡକୁ ଦୋକାନ ଉପରେ ଚଢିଥିବା ଦେଖି ଲୋକେ ଭୟଭୀତ ହୋଇପଡିଛନ୍ତି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଏକ ଷଣ୍ଢ ରାସ୍ତା କଡ଼ରେ ଥିବା ଏକ ଦୋକାନ ଘରର ଛାତ ଉପରକୁ ଚଢିଛି ଏବଂ ତଳକୁ ଓହ୍ଲାଇବା ପାଇଁ ସ୍ଥାନ ପାଇ ନାହିଁ। ଫଳରେ ସେ ଦୋକାନ ଉପରେ ନିଜ ନିୟନ୍ତ୍ରଣ କରି ନ ପାରି ତଳକୁ ଡେଇଁପଡିଛି। କିନ୍ତୁ ଷଣ୍ଢଟି ,ତେ ଉଚ୍ଚରୁ ଡେଇଁବା ପରେ ମଧ୍ୟ ଦୃଢତାର ସହ ଛିଡା ହୋଇ ଚାଲିବାକୁ ଲାଗିଥିଲା। ତେବେ ଏହି ଭିଡିଓ କେଉଁଠୁ ଆସିଛି ତାହା ଜଣା ପଡିନାହିଁ।
ଏହି ଭିଡିଓ ଇନଷ୍ଟାଗ୍ରାମରେ ajayattri_52 ନାମକ ଜଣେ ୟୁଜର୍ସଙ୍କ ଦ୍ୱାରା ଶେୟାର କରାଯାଇଛି। ଏପର୍ଯ୍ୟନ୍ତ ୬୮,୦୦୦ରୁ ଅଧିକ ଲୋକ ଏହି ଭିଡିଓକୁ ପସନ୍ଦ କରିଥିବାବେଳେ ଶହ ଶହ ଲୋକ ସେମାନଙ୍କ ମତାମତ ଦେଇଛନ୍ତି।

 

View this post on Instagram

 

A post shared by Ajay Attri (@ajayattri_52)


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?