ପାଣି ଟାଙ୍କି ଉପକୁ ଚଢିଗଲା ଷଣ୍ଢ, ତଳକୁ ଆଣିବାକୁ ପ୍ରଶାସନର ଅକଲ ଗୁଡୁମ୍‌

ଭଦ୍ରକ,୨୮।୮: ଭଦ୍ରକ ଜିଲାର ତିହିଡ଼ି ବ୍ଲକ ଅନ୍ତର୍ଗତ ତଳବନ୍ଧ ଗାଁରେ ଏକ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଗାଁର ପ୍ରାୟ ୫୦ ଫୁଟ୍‌ ଉଚ୍ଚତା ବିଶିଷ୍ଟ ଏକ ପାଣି ଟାଙ୍କିର ଉପରେ ଗୋଟିଏ ଷଣ୍ଢ ଫସିଯାଇଥିବା ଦେଖିବାକୁ ମିଳିଛି। ପ୍ରାୟ ୮ ଘଣ୍ଟା ଧରି ଏହି ଷଣ୍ଢ ଟାଙ୍କି ଉପରେ ଫସି ରହିଥିବା ସୂଚନା ମିଳିଛି।

ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ଟିମ୍‌ ଏବଂ ପ୍ରାଣୀସମ୍ପଦ ଅଧିକାରୀମାନେ ଉପସ୍ଥିତ ରହି ଷଣ୍ଢକୁ ଉଦ୍ଧାର କରିବାକୁ ଚେଷ୍ଟା କରୁଛନ୍ତି। ତିହିଡ଼ି ବିଡିଓ ଏବଂ ତହସିଲଦାର ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟର ତଦାରଖ କରୁଛନ୍ତି। କିନ୍ତୁ ପ୍ରଶାସନ ଏବଂ ଉଦ୍ଧାରକାରୀ ଦଳ ଏଯାଏଁ ଷଣ୍ଢକୁ ନିରାପଦରେ ତଳକୁ ଆଣିବା ପାଇଁ କୌଣସି ସଫଳ ଉପାୟ ଖୋଜି ପାରି ନାହାନ୍ତି।

କିପରି ଏକ ଷଣ୍ଢ ଏତେ ଉଚ୍ଚ ପାଣି ଟାଙ୍କି ଉପରେ ପହଞ୍ଚିଲା ତାହା ଏକ ରହସ୍ୟ ହୋଇ ରହିଛି। ସ୍ଥାନୀୟ ଲୋକେ ଏହି ଘଟଣାକୁ ନେଇ ଆଶ୍ଚର୍ଯ୍ୟ ହେବା ସହ ଉଦ୍ଧାର କାର୍ଯ୍ୟ ଦେଖିବା ପାଇଁ ଘଟଣାସ୍ଥଳରେ ଭିଡ଼ ଜମାଇଛନ୍ତି। ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଷଣ୍ଢକୁ ନିରାପଦରେ ଉଦ୍ଧାର କରିବା ପାଇଁ ସମସ୍ତ ପ୍ରକାର ଚେଷ୍ଟା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri