Posted inଫୁରସତ

ଦୁଇ ଷଣ୍ଢ କରୁଥିଲେ ଲଢେଇ, ଜଣେ ବ୍ୟକ୍ତି ମଝିରେ ପଶିଯିବା ପରେ ଘଟିଲା ଏମିତି

ଆଜିକାଲି ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହେଉଛି, ଯାହା ଦେଖିବାକୁ ବେଶ୍‌ ଆଶ୍ଚର୍ଯ୍ୟଜନକ ହୋଇଥାଏ। ସେଭଳି ଭିଡିଓକୁ ଦେଖିଲେ ମଧ୍ୟ ସହଜରେ ବିଶ୍ୱାସ କରିହୁଏ ନାହିଁ। ଏପରି ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ଷଣ୍ଢ ଜଣ ବ୍ୟକ୍ତିଙ୍କୁ ଭୟଙ୍କର ଭାବେ ଆକ୍ରମଣ କରିଛି।
ଭାଇରାଲ ହେଉଥିବା ଏହି ଭିଡିଓରେ, ରାସ୍ତା ମଝିରେ ଦୁଇଟି ଷଣ୍ଢ ଲଢେଇ କରୁଛନ୍ତି। ଏହି ସମୟରେ, ଜଣେ ବ୍ୟକ୍ତି ଉଭୟଙ୍କ ଝଗଡାକୁ ସମାଧାନ ପାଇଁ ସେମାନଙ୍କ ମଝିରେ ପଶନ୍ତି। ହଠାତ୍‌ ଗୋଟିଏ ଷଣ୍ଢ ରାଗିଯାଇ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କୁ ଟେକି ତଳେ କଚାଡି ଦେଇଥିଲା। ଏହା ଦେଖି ସ୍ଥାନୀୟ ଲୋକ ଭୟଭୀତ ହୋଇଯାନ୍ତି। ଏହି ଭିଡିଓଟି ଏହା @HasnaZarooriHai ନାମକ ପେଜ୍‌ରୁ ଶେୟାର କରାଯାଇଛି। ଭିଡିଓଟି ବର୍ତ୍ତମାନ ପର୍ଯ୍ୟନ୍ତ ୨୩ ହଜାରରୁ ଅଧିକ ଥର ଦେଖାଯାଇଛି।

https://twitter.com/HasnaZarooriHai/status/1610502063116673024


Enter your email to get our daily news in your inbox.

All Right Reserved By Dharitri.Com

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri