Posted inଭଦ୍ରକ

ଷଣ୍ଢ ଚୋରା ଚାଲାଣ ବେଳେ ଧରିଲେ ଲୋକେ: ଗୋଟିଏ ମୃତ, ୯ ଉଦ୍ଧାର

ପଦ୍ମପୁର,୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଧୁଆଁ ଛକଠାରେ ଏକ ଷଣ୍ଢ ବୋଝେଇ ପିକ୍‌ଅପ୍‌କୁ ସ୍ଥାନୀୟ ଲୋକ ଧରି ପୋଲିସ ଜିମା ଦେଇଛନ୍ତି। ଗାଡ଼ିଟି ବାସୁଦେବପୁର ଆଡୁ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାରେ କିଛି ବାଇକ ଆରୋହୀଙ୍କୁ ସାଇଡ୍‌ ମାରିଥିଲା। ଭଣ୍ଡାରିଆ ଛକ ଠାରେ ଲୋକମାନେ ଗାଡ଼ି ଅଟଇବାରୁ ସେଥିରେ ୧୦ଟି ଷଣ୍ଢ ବୋଝେଇ ହୋଇଥିବା ବେଳେ ଗୋଟିଏ ଷଣ୍ଢ ମରିଯାଇଥିଲା। ବାସୁଦେବପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ସହ ଷଣ୍ଢମାନଙ୍କୁ ଉଦ୍ଧାର କରିଛି। ଗାଡ଼ିର ଚାଳକ ଫେରାର ବେଳେ ସହଯୋଗୀଙ୍କୁ ଅଟକ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ବିପଦ ସଙ୍କେତ ଟପିଲା ସାଳନ୍ଦୀ, ତଳେ ବୈତରଣୀ: ଜିଲାର ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୧୭।୮ (ସନାତନ ରାଉତ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବୈତରଣୀ ନଦୀ ବିପଦ ସଙ୍କେତ ତଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri