ନାଗାର୍ଜୁନଙ୍କ ଉପରେ ବୁଲଡୋଜର ଆକ୍ସନ! ଜାଣନ୍ତୁ କ’ଣ ଏହାର କାରଣ

ଚେନ୍ନାଇ,୨୪।୮: ବଳପୂର୍ବକ ଦଖଲ ହେତୁ ଭେଟେରାନ ଅଭିନେତା ନାଗାର୍ଜୁନଙ୍କ ମାଲିକାନାରେ ଥିବା ଏନ କନଭେନସନ ସେଣ୍ଟରକୁ ଭାଙ୍ଗିବା ପ୍ରକ୍ରିୟା ଆରମ୍ଭ ହୋଇଛି। ସ୍ଥାନୀୟ ଅଧିକାରୀଙ୍କ ନିର୍ଦ୍ଦେଶରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଖବର ଅନୁଯାୟୀ, ସ୍ଥାନୀୟ ଜଳଭଣ୍ଡାର ତାମିଡି ଚେରେଭୁଙ୍କୁ ବଳପୂର୍ବକ ଦଖଲ କରି ଏହି ସମ୍ମିଳନୀ କେନ୍ଦ୍ର ବେଆଇନ ଭାବେ ନିର୍ମାଣ କରାଯାଇଥିବା ଅଭିଯୋଗ ହୋଇଛି।
ଅଭିଯୋଗ ପାଇବା ପରେ ହାଇଦ୍ରାବାଦ ମ୍ୟୁନିସିପାଲିଟି କର୍ପୋରେସନ (ହାଇଡ୍ରା) ଅଧିକାରୀମାନେ ଏହାର ତଦନ୍ତ ଆରମ୍ଭ କରିଛନ୍ତି। ଏହି ଅଭିଯୋଗରେ କୁହାଯାଇଛି ଯେ ସାଢେ ତିନି ଏକର ଜମି ଦଖଲ କରି ଏହି କେନ୍ଦ୍ର ନିର୍ମାଣ କରାଯାଇଛି, ଯାହା ପ୍ରଥମେ ହ୍ରଦର ଅଂଶ ଥିଲା।

ବେଶକିଛି ବର୍ଷ ହେବ ୧୦ ଏକର ଜମି ଉପରେ ନିର୍ମାଣ କରାଯାଇଥିବା ଏନ-କନଭେନଶନ ସେଣ୍ଟର ଉପରେ ଯାଞ୍ଚ ଚାଲିଛି। ଏହି ଯାଞ୍ଚ ସହରର ମାଧପୁରରେ ଇମ୍ମିଡିକୁଣ୍ଡା ହ୍ରଦର ଫୁଲ ଟେକ ଲେଭଲ(ଏଫଟିଏଲ) ଅଞ୍ଚଳରେ ବଫର ଜୋନ ଭିତରେ ଅବୈଧ ନିର୍ମାଣ ଅଭିଯୋଗ ପରେ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri