Posted inଜାତୀୟ

ଶାହିନବାଗ ଜବରଦଖଲ ଘଟଣା: ମାମଲା ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୫: ଦିଲ୍ଲୀର ଶାହିନବାଗରେ ବେଆଇନ ଜବରଦଖଲ ପାଇଁ ଆସିଥିବା ଦିଲ୍ଲୀ ପ୍ରଶାସନକୁ ପ୍ରବଳ ବିରୋଧରେ ସମ୍ମୁଖୀନ ହେବାକୁ ପଡିଛି। ଶାହିନବାଗରେ ଦିଲ୍ଲୀ ମହାନଗର ନିଗମ ପକ୍ଷରୁ ଜବରଦଖଲ ଅଭିଯାନ ଆରମ୍ଭ ହେବା ପୂର୍ବରୁ ସ୍ଥାନାୟ ଲୋକେ ପ୍ରବଳ ବିରୋଧ କରିବା ସହ ରାସ୍ତାରେ ଧାରଣାରେ ବସିଥିଲେ। ଜବରଦଖଲ ଅଭିଯାନକୁ ବିରୋଧ କରି ସିପିଏମ ପକ୍ଷରୁ ସୁପ୍ରିମକୋର୍ଟରେ ମାମଲା ରୁଜୁ କରାଯାଇଥିଲା। ଏହାର ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଜଷ୍ଟିସ ଏଲ ନାଗେଶ୍ୱର ରାଓ ଏବଂ ବି.ଆର ଗାଭାଇଙ୍କ ଏକ ବେଞ୍ଚ କହିଛନ୍ତି, ପ୍ରଥମେ ଦିଲ୍ଲୀ ହାଇକୋର୍ଟକୁ ଯିବା ଉଚିତ୍‌। ସେଠାରେ ଯଦି କୌଣସି ନ୍ୟାୟ ନ ମିଳିବ, ଏହାପରେ ସୁପ୍ରିମକୋର୍ଟ ଆସିବା ଉଚିତ୍‌।
ଜଣେ ରାଜନୈତିକ ଦଳ ଏହାକୁ କାହିଁକି ବିରୋଧ କରି ଏଠାକୁ ଆସିଛନ୍ତି, ଏଠାରେ ରାଜନୈତିକ ଦଳର କ’ଣ ମୌଳିକ ଅଧିକାର କ୍ଷୁର୍ଣ୍ଣ ହେଉଛି ତାହାକୁ ନେଇ ମଧ୍ୟ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ପ୍ରଭାବିତ ଲୋକଙ୍କୁ କୋର୍ଟ ଆସିବାକୁ କୋର୍ଟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲ୍ୟା, ମୋଦି, ଚୋକ୍‌ସିଙ୍କ ଠାରୁ ୧୮ ହଜାର କୋଟି ଫେରିପାଇଛି ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୨: ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା, ନିରବ ମୋଦି ଓ ମେହୁଲ ଚୋକ୍‌ସିଙ୍କ ଠାରୁ ୧୮ ହଜାର କୋଟି ଟଙ୍କା ବ୍ୟାଙ୍କଗୁଡ଼ିକୁ ଫେରାଯାଇଛି। ବେଆଇନ ଟଙ୍କା...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ସତ୍ୟେନ୍ଦ୍ରଙ୍କ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୨ା୮: ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ସତ୍ୟେନ୍ଦ୍ର ପ୍ରକାଶ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ଭାରତୀୟ ସୂଚନା ସେବା(ଆଇଆଇଏସ୍‌)ର ୧୯୮୮ ବ୍ୟାଚର...

ସୁଶାନ୍ତଙ୍କ ପରେ ମୁମ୍ବାଇରେ ଆଉ ଜଣେ ବିହାର ଅଭିନେତାଙ୍କ ପରଲୋକ

ମୁମ୍ବାଇ, ୨୯।୯: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଦେହାନ୍ତ ପରେ ବିହାରର ଆଉ ଜଣେ ଉଦୀୟମାନ କଳାକାରଙ୍କ ବିୟୋଗ ସାମ୍ନାକୁ ଆସିଛି। ଯୁବ ଅଭିନେତା...

ଫୁଟ୍‌ବଲ୍‌ ଖେଳିଲେ ଦିଦି

କୋଲକତା,୩।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ଇନଡୋର ଷ୍ଟାଡିୟମରେ ‘ଖେଲାଶ୍ରୀ ଯୋଜନା’ ଆରମ୍ଭ କରିଛନ୍ତି। ଏହି ଅବସରରେ ତାଙ୍କ ମଞ୍ଚ ଉପରେ ଫୁଟବଲ ଖେଳୁଥିବାର...

ଡିଏମ୍‌ଆର୍‌ସିରୁ ଇସ୍ତଫା ଦେଲେ ‘ମେଟ୍ରୋ ମ୍ୟାନ’

ଥିରୁଭାନନ୍ତପୁରମ,୧୧ ।୩: ମେଟ୍ରୋ ମ୍ୟାନ ଇ ଶ୍ରୀଧରନ ଦିଲ୍ଲୀ ମେଟ୍ରୋ ରେଲ କର୍ପୋରେଶନ( ଡିଏମ୍‌ଆର୍‌ସି)ର ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି । ଦିଲ୍ଲୀ ମେଟ୍ରୋ...

୧୫୦ ଦିନରେ ଶେଷ ହେବ କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା

ନୂଆଦିଲ୍ଲୀ,୧୦।୮: ଭୟ ଓ ଅସମାନତା ମୁକ୍ତ ରାଜନୀତି ଓ ଏକ ବିକଳ୍ପ ଶାସନ ଲାଗି ସେପ୍ଟେମ୍ବର ୭ରୁ କଂଗ୍ରେସ ଦଳ ଦେଶବ୍ୟାପୀ ‘ଭାରତ ଯୋଡ଼ୋ ଯାତ୍ରା’ର...

ସୁସ୍ଥ ହେଲେ ଅହମଦାବାଦର ପ୍ରଥମ କରୋନା ସଂକ୍ରମିତ

ଅହମଦାବାଦ,୧୯।୪: ଗୁଜରାଟ ଅହମଦାବାଦର ନିଓମି ଶାହା ହେଉଛନ୍ତି ସେଠାକାର ପ୍ରଥମ କରୋନା ସଂକ୍ରମିତ। ହେଲେ ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ହସ୍ପିଟାଲରୁ ରବିବାର ଡିସଚାର୍ଜ...

ବାସଭବନରେ ପହଞ୍ଚି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୁଆଦିଲ୍ଲୀ,୮।୧୧: ରାମ ମନ୍ଦିର ଆନ୍ଦୋଳନରେ ନେତୃତ୍ୱ ନେଇଥିବା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଶୁକ୍ରବାର ୯୨ତମ ବର୍ଷ ବୟସରେ ପର୍ଦାପଣ କରିଛନ୍ତି। ଭାଜପାର ଆଉ...

Advertisement
Archives

Model This Week