Posted inଜାତୀୟ

କମ୍ପୁଟର ବାବାଙ୍କ ଆଶ୍ରମରେ ଚାଲିଲା ବୁଲ୍‌ଡୋଜର

ଇନ୍ଦୋର,୮।୧୧: ମଧ୍ୟପ୍ରଦେଶର ଇନ୍ଦୋରଠାରେ ଥିବା କମ୍ପୁଟର ବାବାଙ୍କ ଆଶ୍ରମରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ରବିବାର କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବାବାଙ୍କର ଅବୈଧ ନିର୍ମାଣ ଉପରେ ବୁଲଡୋଜର ଚଲାଯାଇଛି। ବାବାଙ୍କ ଦ୍ୱାରା କରାଯାଇଥିବା ଅତିକ୍ରମଣ ହଟାଯାଇଛି। ଏହା ସହିତ ବାବା ଏବଂ ତାଙ୍କର ୫ ଜଣ ସହଯୋଗୀଙ୍କୁ ଗିରଫ କରାଯାଇଛି। ଜିଲାପାଳ ମନିଷ ସିଂଙ୍କ ନିର୍ଦ୍ଦେଶକ୍ରମେ ଏଡିଏମ୍‌ ଅଜୟ ଦେବ ଶର୍ମା, ଏସ୍‌ଡିଏମ୍‌ ଏବଂ ଗାନ୍ଧି ନଗର ଥାନା ପୋଲିସ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ରାଜ୍ୟରେ ହୋଇଥିବା ବିଧାନସଭା ଉପନିର୍ବାଚନରେ ବାବା କଂଗ୍ରେସ ଦଳ ପକ୍ଷରୁ ପ୍ରଚାର କରୁଥିଲେ। ମତଦାନ ପରେ ବାବାଙ୍କ ଆଶ୍ରମରେ କରାଯାଉଥିବା ଭଙ୍ଗାରୁଜାକୁ ଏବେ ରାଜନୈତିକ ରୂପ ଦିଆଯାଉଥିବା ଅଭିଯୋଗ ହୋଇଛି। ବାବାଙ୍କ ଦ୍ୱାରା ହୋଇଥିବା ଅତିକ୍ରମଣର ମୂଲ୍ୟ ୮୦ କୋଟି ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଏହି କାମ କରି ସମସ୍ତଙ୍କ ହୃଦୟ ଜିତିଲେ କାର୍ତ୍ତିକ ଆର୍ଯ୍ୟନ: ମୁଖ୍ୟମନ୍ତ୍ରୀ କହିଲେ ବାଃ ବାଃ

ଆସାମରେ ଭୟଙ୍କର ବନ୍ୟା। ଲକ୍ଷ ଲକ୍ଷ ଲୋକ ନିଜ ଘର ଛାଡି ବିସ୍ଥାପିତ ହୋଇଛନ୍ତି। ଅନେକ ଲୋକଙ୍କ ଜୀବନ ଯାଇଛି ଏବଂ ପରିସ୍ଥିତି ଖରାପ ଆଡ଼କୁ ଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri