ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର ସଂନ୍ଧ୍ୟାରେ ଏକ ବୁଲେଟ ଗାଡି ଚାଳକ ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଇଥିଲେ। ଫଳରେ ଗାଡ଼ିର ଚାଳକ ସମେତ ୩ ଜଣ ଆହତ ହୋଇଛନ୍ତି । ଆହତମାନକୁ ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତ ୩ ଜଣ ହେଲେ କଇଣ୍ଡିର ଲିପି ନାୟକ, ବାବୁଲା ନାୟକ ଓ ରାହୁଲ ନାୟକ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?