ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍ ବୁଲେଟ୍ରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍ ବୁଲେଟ୍ରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...
ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...
ନୂଆଦିଲ୍ଲୀ,୨୫।୧୨: ବୈଭବ ସୂର୍ଯ୍ୟବଂଶୀଙ୍କ ଫ୍ୟାନ୍ସଙ୍କୁ ଝଟକା । ଅଣ୍ଡର-୧୯ ଏସିଆ କପରେ ଏକ ଚମତ୍କାର ଇନିଂସ ଖେଳିବା ପରେ, ବୈଭବ ବିଜୟ ହଜାରେ ଟ୍ରଫିରେ ମଧ୍ୟ...
ନୂଆଦିଲ୍ଲୀ,୨୫ା୧୨: କେନ୍ଦ୍ର ସରକାର ଇଚ୍ଛା ପ୍ରକାଶ କରୁଥିବା ଏୟାରଲାଇନ୍ସ ସହିତ ଅନେକ ବୈଠକ କରିବା ପରେ ଭାରତରେ ନୂଆ ଏୟାରଲାଇନ୍ସକୁ କାର୍ଯ୍ୟ କରିବାକୁ ଅନୁମତି ଦେଇଛନ୍ତି।...
ନୂଆଦିଲ୍ଲୀ,୨୫।୧୨: ଭାରତୀୟ ଷ୍ଟାର କ୍ରିକେଟର୍ ବିରାଟ କୋହଲି ବିଜୟ ହଜାରେ ଟ୍ରଫିରେ ଏକ ଚମିତ୍କାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ସେ ଆନ୍ଧ୍ର ବିପକ୍ଷରେ ୧୩୧ ରନର ଏକ...
ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...
ନୂଆଦିଲ୍ଲୀ,୨୫।୧୨: ଭାରତ-ଚାଇନା ସମ୍ପର୍କକୁ ନେଇ ଆମେରିକାର ପ୍ରତିରକ୍ଷା ବିଭାଗ (ପେଣ୍ଟାଗନ)ର ଏକ ସାମ୍ପ୍ରତିକ ରିପୋର୍ଟକୁ ଦେଖି ଚାଇନା ରାଗିଯାଇଛି। ରିପୋର୍ଟରେ କୁହାଯାଇଛି, ଚାଇନା ଦ୍ୱିପାକ୍ଷିକ ସମ୍ପର୍କକୁ...
ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...
