ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍ ବୁଲେଟ୍ରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
ଭୁବନେଶ୍ୱର,୨୦।୧(ବ୍ୟୁରୋ): ଚାହୁଁ ଚାହୁଁ ରାସ୍ତାରେ ଜଳିଗଲା ବୁଲେଟ୍ । ଏଭଳି ଏକ ଘଟଣା ଘଟିଛି ଭୁବନେଶ୍ୱର ସିରିପୁର ଅଞ୍ଚଳରେ । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଏଯାବତ୍ ବୁଲେଟ୍ରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି।
କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…
ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…
ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…
ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…
ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…
ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…
ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍…
ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…