India Post GDS Recruitment 2025: ଡାକ ବିଭାଗରେ ଦଶମ ପାସଙ୍କ ପାଇଁ ବମ୍ପର ନିଯୁକ୍ତି, ପାଖେଇ ଆସିଲା ଶେଷ ତାରିଖ, ହାତଛଡା କରନ୍ତୁ ନାହିଁ

ଭୁବନେଶ୍ୱର,୨୪।୨: ଯଦି ଆପଣ ସରକାରୀ ଚାକିରି ଖୋଜୁଛନ୍ତି ଏବଂ ବିନା ପରୀକ୍ଷାରେ ପୋଷ୍ଟ ଅଫିସରେ ଚାକିରି କରିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆସିଛି। ଡାକ ବିଭାଗରେ ଗ୍ରାମୀଣ ଡାକ ସେବକ (GDS)ର ୨୧,୪୧୩ ପଦବୀ ପାଇଁ ନିଯୁକ୍ତି ଘୋଷଣା କରାଯାଇଛି। ଆବେଦନର ଶେଷ ତାରିଖ ୩ ମାର୍ଚ୍ଚ ୨୦୨୫। ଆଗ୍ରହୀ ପ୍ରାର୍ଥୀମାନେ indiapostgdsonline.gov.inକୁ ଯାଇ ଆବେଦନ କରିପାରିବେ। ଆବେଦନ କରିବା ପାଇଁ, ପ୍ରାର୍ଥୀଙ୍କୁ ଏକ ସ୍ବୀକୃତିପ୍ରାପ୍ତ ବୋର୍ଡରୁ ଦଶମ ପାସ କରିଥିବା ଆବଶ୍ୟକ।

ଏହା ବ୍ୟତୀତ, ଆପଣ ଯେଉଁ ସର୍କଲରୁ ଆବେଦନ କରୁଛନ୍ତି, ସେହି ସର୍କଲର ସ୍ଥାନୀୟ ଭାଷା ବିଷୟରେ ଆପଣଙ୍କର ଜ୍ଞାନ ଥିବା ଉଚିତ୍‌। ଆବେଦନକାରୀଙ୍କ ସର୍ବନିମ୍ନ ବୟସ ୧୮ ବର୍ଷ ଏବଂ ସର୍ବାଧିକ ବୟସ ୪୦ ବର୍ଷ ହୋଇଥିବ।

କିପରି କରିବେ ଆବେଦନ?
ସର୍ବପ୍ରଥମେ indiapostgdsonline.gov.in ପରିଦର୍ଶନ କରନ୍ତୁ।
ପର୍ଯ୍ୟାୟ-୧ରେ ପଞ୍ଜୀକରଣ ସମାପ୍ତ କରନ୍ତୁ ଏବଂ ଆବଶ୍ୟକୀୟ ବିବରଣୀ ପୂରଣ କରନ୍ତୁ।
ଫଟୋ ଏବଂ ଦସ୍ତଖତ ଅପଲୋଡ କରନ୍ତୁ।
ପଞ୍ଜିକରଣ ନମ୍ବର ପାଇବା ପରେ, ଆବେଦନ ଫର୍ମ ପୂରଣ କରନ୍ତୁ।
ଆବେଦନ ଶୁଳ୍କ ପୈଠ କରନ୍ତୁ। (ସାଧାରଣ/ଓବିସି ବର୍ଗର ପ୍ରାର୍ଥୀଙ୍କ ପାଇଁ ୧୦୦ ଟଙ୍କା, ସେହିପରି ଏସସି/ଏସଟି/ପିଏଚ ଏବଂ ମହିଳା ପ୍ରାର୍ଥୀଙ୍କ ପାଇଁ କୌଣସି ଫି ନାହିଁ)।
ଆବେଦନ ପତ୍ର ଚୂଡ଼ାନ୍ତ କରିବା ପରେ ଏହାର ଏକ ପ୍ରିଣ୍ଟଆଉଟ ନିଅନ୍ତୁ ଏବଂ ଏହାକୁ ଆପଣଙ୍କ ପାଖରେ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri