CISFରେ ଆସିଲା ବମ୍ପର ନିଯୁକ୍ତି: ଦଶମ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, ଶେଷ ତାରିଖ…

ନୂଆଦିଲ୍ଲୀ,୬।୩: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଖୁସି ଖବର। କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (CISF) କନଷ୍ଟେବଳ ଏବଂ ଟ୍ରେଡସମ୍ୟାନ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଆବେଦନ ପ୍ରକ୍ରିୟା ୫ ମାର୍ଚ୍ଚ ୨୦୨୫ରୁ ଆରମ୍ଭ ହୋଇଛି ଏବଂ ଆଗ୍ରହୀ ପ୍ରାର୍ଥୀମାନେ ୩ ଏପ୍ରିଲ ୨୦୨୫ ପର୍ଯ୍ୟନ୍ତ ଆବେଦନ କରିପାରିବେ। CISF ନିଯୁକ୍ତି ଅଭିଯାନ ଅଧୀନରେ ୧,୧୬୧ ପଦବୀ ପୂରଣ କରାଯିବ।
ଆଗ୍ରହୀ ପ୍ରାର୍ଥୀମାନେ CISFର ଅଫିସିଆଲ ୱେବସାଇଟ cisfrectt.cisf.gov.in କୁ ଯାଇ ଆବେଦନ କରିପାରିବେ।

ଶିକ୍ଷାଗତ ଯୋଗ୍ୟତା: ଦଶମ ପାସ ପ୍ରାର୍ଥୀ ଏହି ନିଯୁକ୍ତି ପାଇଁ ଆବେଦନ କରିପାରିବେ। ଏହା ସହିତ, ITI ପ୍ରମାଣପତ୍ର ଧାରଣ କରିଥିବା ପ୍ରାର୍ଥୀମାନଙ୍କୁ ଅଗ୍ରାଧିକାର ଦିଆଯିବ।

ବୟସ ସୀମା: ଆବେଦନ କରିବା ପାଇଁ ପ୍ରାର୍ଥୀଙ୍କ ବୟସ ୧୮ ରୁ ୨୩ ବର୍ଷ ମଧ୍ୟରେ ହେବା ଉଚିତ। ସରକାରୀ ନିୟମ ଅନୁଯାୟୀ ଏସସି, ଏସଟି ଏବଂ ଓବିସି ପ୍ରାର୍ଥୀମାନଙ୍କୁ ବୟସ ଛାଡ଼ ମିଳିବ।

ଆବେଦନ ଫିସ: ସାଧାରଣ, OBC ଏବଂ EWS ପ୍ରାର୍ଥୀଙ୍କ ପାଇଁ 100 ଆବେଦନ ଫିସ୍‌ ସ୍ଥିର କରାଯାଇଛି। ଏସସି, ଏସଟି ଏବଂ ମହିଳା ପ୍ରାର୍ଥୀମାନଙ୍କୁ କୌଣସି ଫି ଦେବାକୁ ପଡିବ ନାହିଁ।
ଏହି ଫି ଡେବିଟ କାର୍ଡ, କ୍ରେଡିଟ କାର୍ଡ, ନେଟ ବ୍ୟାଙ୍କିଂ କିମ୍ବା UPI ମାଧ୍ୟମରେ ପୈଠ କରାଯାଇପାରିବ।

 

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri