Posted inଖେଳ

ଭାରତ ଆଗରେ ୨୦୯ ରନ୍‌ର ବିଜୟ ଲକ୍ଷ୍ୟ

ଟ୍ରେଣ୍ଟ ବ୍ରିଜ,୭।୮: ଏଠାରେ ଚାଲିଥିବା ପ୍ରଥମ ଟେଷ୍ଟକୁ ଜିତିବା ପାଇଁ ଭାରତୀୟ ଦଳ ଆଗରେ ଧାର୍ଯ୍ୟ ହୋଇଛି ୨୦୯ ରନ୍‌ର ବିଜୟ ଲକ୍ଷ୍ୟ। ପ୍ରଥମ ଇନିଂସରେ ୯୫ ରନ୍‌ରେ ପଛୁଆ ଥିବା ଘରୋଇ ଦଳ ଦ୍ୱିତୀୟ ଇନିଂସରେ ୩୦୩ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ୧୦୯ ରନ୍‌ର ଇନିଂସ ଖେଳିଥିଲେ ଇଂଲଣ୍ଡ ଅଧିନାୟକ ଜୋ ରୁଟ୍‌। ବୋଲିଂରେ ଭାରତ ପାଇଁ ୫ ଉଇକେଟ ସଫଳତା ହାତେଇଥିଲେ ଯଶପ୍ରୀତ ବୁମରା। ମହମ୍ମଦ ସିରାଜ ଓ ଶାର୍ଦ୍ଦୁଳ ଠାକୁର ୨ ଲେଖାଏ ଉଇକେଟ ନେଇଥିବାବେଳେ ମହମ୍ମଦ ଶାମି ଗୋଟିଏ ଉଇକେଟ ହାସଲ କରିଥିଲେ। ଉଲ୍ଲେଖଯୋଗ୍ୟ, ଭାରତ ପ୍ରଥମ ଇନିଂସରେ ୧୭୮ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିବାରାତ୍ର ଟେଷ୍ଟ: ୭୨ ଏସ୍‌ଜି ପିଙ୍କ୍‌ ବଲ୍‌ ପାଇଁ ବିସିସିଆଇର ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୧୦(ପ.ଟି.)- ଆସନ୍ତା ୨୨ ତାରିଖରୁ କୋଲକାତାର ଐତିହାସିକ ଇଡେନ ଗାର୍ଡେନରେ ଭାରତ ଓ ବାଂଲାଦେଶ ମଧ୍ୟରେ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହେବ। ପ୍ରଥମଥର ପାଇଁ...

ଜାଡେଜାଙ୍କ ‘ରକେଟ୍‌ ଥ୍ରୋ’ରେ ଧରାଶାୟୀ ସ୍ମିଥ୍‌: ପ୍ରଶଂସକ କହିଲେ ବାଃ ବାଃ

ସିଡନୀ,୮।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ଭାରତ ଉପରେ ଦୃଢ଼ ପ୍ରଦର୍ଶନ କରିଥିଲା, କିନ୍ତୁ ରବିନ୍ଦ୍ର ଜାଡେଜା ନିଜ ପ୍ରଦର୍ଶନ ଦ୍ୱାରା ସମସ୍ତଙ୍କ ହୃଦୟ...

ସିସାବା ଚେନ୍ନାଇନ୍‌ ଏଫ୍‌ସି ମୁଖ୍ୟ କୋଚ୍‌

ଚେନ୍ନାଇ, ୩୧ା୮ (ପି.ଟି.)-ଦୁଇଥର ଆଇଏସ୍‌ଏଲ ଚାମ୍ପିୟନ ଚେନ୍ନାଇନ୍‌ ଏଫ୍‌ସି ୨୦୨୦-୨୧ ସିଜନ ପାଇଁ ଅଭିଜ୍ଞ ସିସାବା ଲାସ୍‌ଜ୍ଲୋଙ୍କୁ ରବିବାର ଏହାର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି...

ସାହାଣୀ କପ୍‌ ଫୁଟବଲ: ସୁନ୍ଦରଗଡ଼ ଚାମ୍ପିୟନ

ବରଗଡ଼ ଅଫିସ୍‌,୧୪।୧୨ ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ ଶୁକ୍ରବାର ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାର ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ୨-୦...

ଟିମ୍‌ ଇଣ୍ଡିଆ ଖେଳାଳି କେହି କାହାକୁ ଭେଟି ପାରିବେ ନାହିଁ

ସାଉଥାମ୍ପଟନ,୪।୬ : ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ ପାଇଁ ସାଉଥାମ୍ପଟନର ଏଜେସ ବାଉଲଠାରେ ପହଞ୍ଚିଛି ଟିମ୍‌ ଇଣ୍ଡିଆ। ଖେଳାଳିମାନଙ୍କୁ ଏବେ ହାର୍ଡ...

ଶାସ୍ତ୍ରୀଙ୍କୁ ଦଣ୍ଡିତ କରାଯିବ ନାହିଁ

ନୂଆଦିଲ୍ଲୀ,୧୩।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟ ପୂର୍ବରୁ ଲଣ୍ଡନରେ ନିଜ ବୁକ୍‌ ଲଞ୍ଚିଂ ପ୍ରୋଗ୍ରାମରେ ଯୋଗ ଦେଇଥିଲେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ।...

କୋଭିଡ-୧୯ ଭାରତୀୟ କ୍ରୀଡ଼ା ପାଇଁ ଆଶୀର୍ବାଦ ସଦୃଶ ହେବ: ବିନ୍ଦ୍ରା

ନୂଆଦିଲ୍ଲୀ, ୨୧।୪ (ପି.ଟି.): କୋରୋନା ଭାଇରସର ଆତଙ୍କ ଶେଷ ହେବା ପରେ ବିଶ୍ୱର ରୂପ ଅଲଗା ହୋଇଥିବ ଓ ଏହା ଭାରତୀୟ କ୍ରୀଡ଼ା ପାଇଁ ଆଶୀର୍ବାଦ...

ଭାରତୀୟ ଦଳକୁ ବଡ଼ ଝଟକା

ନୂଆଦିଲ୍ଲୀ,୩।୨(ପି.ଟି.)- ନ୍ୟୁଜିଲାଣ୍ଡ ଓ ଭାରତୀୟ ଦଳ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି। ସିରିଜ୍‌ ପୂର୍ବରୁ ଟିମ୍‌ ଇଣ୍ଡିଆକୁ...

Advertisement
Archives

Model This Week