Posted inଖେଳ

ବୁମ୍‌ରାଙ୍କ ଚମକିଲା ଭାଗ୍ୟ, ହେଲେ କୋହଲିଙ୍କ ସମକକ୍ଷ

ନୂଆଦିଲ୍ଲୀ,୭।୨: ଭାରତର ଏକ ନମ୍ବର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଯାହା କରିଥିଲେ ତାହା କରିଦେଖାଇଛନ୍ତି ଜଶପ୍ରୀତ ବୁମ୍‌ରା। ବିରାଟ କୋହଲିଙ୍କ ପରେ ବୁମ୍‌ରା ଦ୍ୱିତୀୟ ଖେଳାଳି ଭାବେ ତିନୋଟି ଫର୍ମାଟରେ ଏକ ନମ୍ବର ସ୍ଥାନ ହାସଲ କରିବାରେ ସଫଳ ହୋଇଛନ୍ତି। ବୁଧବାର ସର୍ବଶେଷ ଆଇସିସି ଟେଷ୍ଟ ର଼୍ୟାଙ୍କିଂ ପ୍ରକାଶ ପାଇବା ପରେ ବୁମ୍‌ରା ଏହି ମାଇଲଖୁଣ୍ଟ ହାସଲ କରିଛନ୍ତି। ବୁମରା ବର୍ତ୍ତମାନ ଦୁନିଆର ଏକ ନମ୍ବର ଦ୍ରୁତ ବୋଲର ହୋଇପାରିଛନ୍ତି। ଏହାପୂର୍ବରୁ ବୁମ୍‌ରା ଆଇସିସି ଟି-୨୦ ଏବଂ ଦିନିକିଆ ର଼୍ୟାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ଅଦ୍ୟାବଧି କେବଳ ଦୁଇଜଣ ଏସୀୟ କ୍ରିକେଟର ଏହି ତିନୋଟି ଫର୍ମାଟରେ ଏକ ନମ୍ବର ହେବାରେ ସକ୍ଷମ ହୋଇଛନ୍ତି ଏବଂ ଏହି ଉଭୟ ଖେଳାଳି ଭାରତର।
ସମସ୍ତ ତିନୋଟି ଫର୍ମାଟରେ ଏକ ନମ୍ବର ସ୍ଥାନ ହାସଲ କରିଥିବା ବିରାଟ କୋହଲି ପ୍ରଥମ ଏସୀୟ ବ୍ୟାଟ୍ସମ୍ୟାନ ହୋଇଥିଲେ। ବର୍ତ୍ତମାନ ଜସପ୍ରୀତ ବୁମ୍‌ରା ଦ୍ୱିତୀୟ ଏସୀୟ କ୍ରିକେଟର ଭାବରେ ତିନୋଟି ଫର୍ମାଟରେ ଏକ ନମ୍ବର ସ୍ଥାନ ଅଧିକାର କରିଛନ୍ତି। ତେବେ ବୁମ୍‌ରା ହେଉଛନ୍ତି ପ୍ରଥମ ଏସୀୟ ବୋଲର ଯିଏ ତିନୋଟି ଫର୍ମାଟରେ ଏକ ନମ୍ବର ସ୍ଥାନ ହାସଲ କରିବାରେ ସଫଳ ହୋଇଥିଲେ। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୯ ଉଇକେଟ ନେବା ପରେ ବୁମ୍‌ରା ଏହି ପଦ ପାଇଛନ୍ତି। ବର୍ତ୍ତମାନ ବୁମ୍‌ରା ୮୮୧ ପଏଣ୍ଟ ସହ ଆଇସିସି ଟେଷ୍ଟ ର଼୍ୟାଙ୍କିଂରେ ଏକ ନମ୍ବର ରହିଛନ୍ତି। ବୁମ୍‌ରା ଆର ଅଶ୍ୱିନଙ୍କୁ ପରାସ୍ତ କରି ଏକ ନମ୍ବର ସ୍ଥାନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri