ଖଣି ଅଧିକାରୀଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା: ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ

କଟକ,୨୫।୨(କାର୍ତ୍ତିକ ସାହୁ): କଟକ ସର୍କଲ ମାଇନ୍ସ ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମଙ୍ଗଳବାର ରାତି ପ୍ରାୟ ୧୦ଟା ୩୦ ମିନିଟ ସମୟରେ ମହାନ୍ତିଙ୍କୁ ଭିଜିଲାନ୍ସ ଧରିଛିି। କୋଲ ଡିପୋ ସୁରୁଖୁରୁରେ ଚଳାଇବା ପାଇଁ ଜଣେ ବ୍ୟବସାୟୀଙ୍କଠାରୁ ସେ ୩୦,୦୦୦ ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯିବା ସହ ତାଙ୍କୁ ଗିରଫ କରାଯାଇଛି। କଟକ ଅଫିସ, ଭୁବନେଶ୍ୱର ଶ୍ରୀବିହାର ଘର ସମେତ ଏକାଧିକ ସ୍ଥାନରେ ରେଡ୍‌ ହୋଇଛି। ବେଆଇନ ସଂପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି।
କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଥିବା ଦେବବ୍ରତଙ୍କ ଘରୁ ବୁଧବାର ୪ କୋଟିରୁ ଊଦ୍ଧର୍‌ବ ଟଙ୍କା ଜବତ ହୋଇଛି। ଭୁବନେଶ୍ୱର ସ୍ଥିତ ଫ୍ଲାଟ୍‌ରେ ଟ୍ରଲି ବ୍ୟାଗ୍‌ରୁ ୪ କୋଟି ଟଙ୍କା ମିଳିଛି। ଓଡ଼ିଶା ଭିଜିଲାନ୍ସ ଇତିହାସରେ ଏହା ସର୍ବାଧିକ ଟଙ୍କା ଜବତ ବୋଲି ଜଣାପଡ଼ିଛି। ସେହିପରି ଦେବବ୍ରତଙ୍କ ଅଫିସ୍‌ରୁ ୧ ଲକ୍ଷ ୨୦ ହଜାର ଟଙ୍କା ଜବତ ହୋଇଛି। ଭୁବନେଶ୍ୱରର ପାହାଳରେ ଦୁଇ ମହଲା କୋଠା ଥିବା ଜଣାପଡ଼ିଛି। ଏହାସହ ୧୩୦ ଗ୍ରାମ ସୁନା ମଧ୍ୟ ଜବତ ହୋଇଥିବା ସୂଚନା ମିଳିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

୨୨ ହାତ ଖାଇ ଦଣ୍ଡରୁ ଝୁଲିଲେ ପାଟୁଆ: କଣ୍ଟା ଫୁଟାଇଥିଲେ ମଧ୍ୟ ବାହାରୁ ନଥିଲା ରକ୍ତ

ସାକ୍ଷୀଗୋପାଳ,୧୪।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ନିକଟବର୍ତ୍ତୀ ଭୀମପୁର ଓ ଦାଶବିଦ୍ୟାଧରପୁର ଗ୍ରମାରେ ପ୍ରସିଦ୍ଧ ଖାଇଫୋଡ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମାନସିକ ପୂରଣ…

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri