ଘରୁ ମିଲିଲା ବିଡା ବିଡ଼ା ଟଙ୍କା, ସୁନା ଅଳଙ୍କାର

ଝାରସୁଗୁଡ଼ା ଅଫିସ,୨୫।୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଝାରସୁଗୁଡ଼ା ଓଏମ୍‌ଭିଡି ଏଏସ୍‌ଆଇ ହରେ କୃଷ୍ଣ ନାୟକଙ୍କ ବିଜୁନଗର ସ୍ଥିତ ଭଡାଘର ସମେତ ୫ଟି ସ୍ଥାନରେ ଏକ କାଳୀନ ଶୁକ୍ରବାର ପୂର୍ବାହ୍ନରୁ ଭିଜିଲାନ୍ସ ଚଢାଉ ଜାରି ରହିଛି। ଚଢାଉ ମଧ୍ୟରେ ଏଏସଆଇ ନାୟକଙ୍କ କଟକ ମଙ୍ଗଳାବାଗ ସ୍ଥିତ ବାସଭବନ, ପୁରୀ ଜଲା କୃଷ୍ଣପ୍ରସାଦ, ବ୍ରହ୍ମପୁର, ଝାରସୁଗୁଡା ଭଡାଘର ଓ କାର୍ଯ୍ୟାଳୟ ଆଦି ସ୍ଥାନରେ ଚଢାଉ ଜାରି ରହିଛି।

କଟକ ଭିଜିଲାନ୍ସ ଡିଭିଜନ ଏସ୍‌ପି ଅକ୍ଷୟ କୁମାର ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଚାଲିଥିବା ଏହି ଚଢାଉରେ ୪ଟି ଭିଜିଲାନ୍ସ ଟିମ୍‌ ରହିଛନ୍ତି । ଝାରସୁଗୁଡା ଚଢାଉରେ ଭିଜିଲାନ୍ସ ଡିଏସ୍‌ପି ବିଜୟ ଓରାମଙ୍କ ନେତୃତ୍ରେ ୫ଜଣ ଅଧିକାରୀ ସାମିଲ ହୋଇଛନ୍ତି। ଚଢାଉ ବେଳେ ଅଧିକାରୀମାନେ ଲକ୍ଷ ଲକ୍ଷ ଟଙ୍କା, ବିପୁଳ ପରିମାଣର ସୁନା ଅଳଙ୍କାର ସହ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡିଛି । ଚଢାଉ ଜାରି ରହିଛି ଏହା ସମ୍ପୂଣ୍ଣ ହେଲେ ସବିଶେଷ ତଥ୍ୟ ଜଣାପଡିବ ବୋଲି ଡିଏସପି ଓରାମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଳିରେ ବସି ମଜା ନେଉଥିଲେ ଲୋକେ, ହଠାତ୍‌ ପୋଲିସ ଅଧିକାରୀଙ୍କ ଉପରେ ଖସିପଡ଼ିଲା, ଆଉ ତା’ ପରେ…

ଚଣ୍ଡିଗଡ଼,୮ା୨: ହରିୟାଣାର ସୂରଜକୁଣ୍ଡ ଅନ୍ତର୍ଜାତୀୟ ହସ୍ତତନ୍ତ ମେଳାରେ ଏକ ଭୟଙ୍କର ଅଘଟଣ ଘଟିଛି। ମେଳାରେ ହଠାତ୍‌ ଦୋଳି ଛିଡ଼ିପଡ଼ିବାରୁ ସେଠାରେ ନିୟୋଜିତ ଜଣେ ଇନ୍ସପେକ୍ଟରଙ୍କ ମୃତ୍ୟୁ ହୋଇଥିବାବେଳେ…

ରୋଷେଇ କରିବାକୁ ମନା କଲେ ସ୍ତ୍ରୀ, ରାଗିଯାଇ ଗୁଳି କରି ହତ୍ୟା କଲେ ସ୍ବାମୀ

ଭୋପାଳ,୮।୨: ମଧ୍ୟପ୍ରଦେଶର ଗ୍ୱାଲିୟରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ମାନସିକ ବିକାରଗ୍ରସ୍ତ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି ।…

ନଦୀବନ୍ଧକୁ ଦୁର୍ବଳ କରୁଛି ବେଆଇନ ଚିଙ୍ଗୁଡ଼ିଘେରି: ଗୋବରୀରେ ଧସିଲା ୧୦୦ ଫୁଟ ଅତଡ଼ା

ମହାକାଳପଡ଼ା,୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ କଂସାର-ରଡ଼ିଆ-ବଗଗହଣ ଗୋବରୀ ନଦୀରେ ତଟବନ୍ଧ ବିଭାଗ ପକ୍ଷରୁ ନିର୍ମାଣ କାର୍ଯ୍ୟ ଚାଲିଛି। ଏଥିସହ…

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri